ଆଜି ରାଜ୍ୟରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୧ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୮୫ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୧୭ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୦୦୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଷାରେ ଘର ଭାଂଗଲା, ବରତିଲେ ୩ ମା’ଝି

ଲୋଇସିଂହା, ୯।୯ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଂଚଲରେ ଗଲା ଗୁରୁବାରନୁ ବରଷା ଲାଗି ରହିଛେ। ଇ ବରଷାରେ ବ୍ଲକ ଅଧୀନ ନେଗିପାଲି ଗଁାର...

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି।...

ଚାଲି ଚାଲି ଗାଁକୁ ଫେରୁଛନ୍ତି ଶ୍ରମଜୀବୀ

ଆରଡି, ୧୨ା୪(ଡି.ଏନ.ଏ.)-ନିଜ ଭିଟାମାଟି ଛାଡି ଅନ୍ୟ ଜିଲାରେ କାମ କରୁଥିବା ଆଦିବାସୀ ସମ୍ପ୍ରଦାୟର ଶ୍ରମଜୀବୀମାନେ ଲକଡାଉନ ଯୋଗୁ ଏବେ କାମଧନ୍ଦା ନ ପାଇ ଦିନକୁ ଦି...

ଟୁଁଡ୍‌କେ ସୁଆଦ ବମ୍ବେଇ ଲଡୁ

  ଗଣ୍ଡତୁରୁମ, ୨୪।୧୨ (ଡି.ଏନ୍‌.ଏ.)- ଉତ୍ତର ପ୍ରଦେଶ କାନପୁର ଜିଲା ରସୁଲ୍ଲାବାଦ ଗଁାର ସୁରଜ ଗୁପ୍ତା(୨୩)। ସେ ଆଜ୍‌କେ ୨ ବଛର ହେଲା ବରଗଡ଼ ଜିଲାକେ...

ଘରକୁ ଫେରିବା ବେଳେ ବାଟରେ ଟଳିପଡିଲେ

ଜଳେଶ୍ୱର, ୧୫।୫(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଜଣେ ପ୍ରବାସୀଙ୍କର ଶୁକ୍ରବାର ମଧ୍ୟାହ୍ନ ସମୟରେ ୬୦ନଂ. ଜାତୀୟ ରାଜପଥ ଲକ୍ଷ୍ମଣନାଥ ଉପାନ୍ତ ଚେକ୍‌ଗେଟ୍‌ ନିକଟରେ ମୃତ୍ୟୁ ଘଟିଛି।...

କମାରଶାଳର ରାଣୀ: ପରିବାର ପାଇଁ କୌଳିକ ବୃତ୍ତିକୁ ଆପଣେଇ ନେଇଛନ୍ତି ନିମାପଡ଼ାର ସୁନୀତା

ଯେଉଁଠି କମାରଶାଳରେ କାମ କରିବା ପରି ଏକ କଷ୍ଟ କାମ ପ୍ରତି ପୁଅମାନେ ବୀତସ୍ପୃହ ହେଲେଣି। ସେଠାରେ ଝିଅଟିଏ ହୋଇବି ସୁନୀତା ବାପାଙ୍କ କୌଳିକ ବୃତ୍ତିକୁ...

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌: ଜଣେ ମୃତ, ୨ ଗୁରୁତର

ଫୁଲବାଣୀ ଅଫିସ,୪।୧୨: କନ୍ଧମାଳ ଜିଲା ଫୁଲବାଣୀ ଏଫ୍‌ସିଆଇ ଛକର ନିଶ୍ୱାସ କଲେଜ ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ କାର୍‌ (ଓଆର୍‌୦୫ଏଲ୍‌ ୯୧୯୧) ଗଛରେ ପିଟିହୋଇ...

ମଶାଧୂପରୁ ଜଳିଗଲା ୨ ବଖରା

ସୋର,୨୧ା୩: ସୋର ମ୍ୟୁନିସିପାଲିଟି ଅଧୀନ କାଜିମହଲା ବସ୍ତିରେ ମଶାଧୂପରୁ ଅଗ୍ନିକାଣ୍ଡ ଘଟିଛି। ବସ୍ତିର ସେକ୍‌ ଅମାନୁଲ୍ଲା(ମୁନା) ଶନିବାର ରାତିରେ ମଶାଧୂପ ଲଗାଇ ଶୋଇଥିଲେ। ସକାଳ ହୋଇଯିବାରୁ...

Advertisement
Archives

Model This Week