Posted inରାଜ୍ୟ

ଚଳିତ ମାସ ଶେଷ ଯାଏ ସତର୍କ ରୁହ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୫।୭(ବ୍ୟୁରୋ)- ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ମାସ ଶେଷ ଯାଏ ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ସେ ପର୍ଯ୍ୟନ୍ତ ଆମକୁ ସତର୍କ ରହିବାକୁ ପଡ଼ିବ। ନିକଟରେ ବଡ଼ ଧରଣର ଭିଡ଼ ହୋଇଥିବାରୁ ସଂକ୍ରମଣ କିଛି ମାତ୍ରାରେ ବଢ଼ିପାରେ। ସେଥିପାଇଁ ଚଳିତ ମାସ ଶେଷ ପର୍ଯ୍ୟନ୍ତ ସମସ୍ତେ ସତର୍କ ରହିବା ଉଚିତ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସତର୍କ କରାଇଛନ୍ତି।
କୋଭିଡ ମୁକାବିଲା ନେଇ ପୂର୍ବରୁ ଯେଉଁ ସବୁ ବ୍ୟବସ୍ଥା ହୋଇଥିଲା, ସବୁ ଷ୍ଟାଣ୍ଡବାଏ ମୋଡ୍‌ରେ ରହିଛି। ଭେଣ୍ଟିଲେଟର ଅଛି, ବେଡ୍‌ ବି ଅଛି। ଯଦି ୫୦ ପ୍ରତିଶତ ଭିତ୍ତିଭୂମି ପୂରଣ ହୋଇଯିବ, ପୁଣି ଭିତ୍ତିଭୂମି ବଢ଼ାଯିବ। ତେବେ ସାରା ଦେଶରେ କୋଭିଡ ସଂକ୍ରମଣ କମୁଛି। ମହାରାଷ୍ଟ୍ରରେ ସଂକ୍ରମଣ ବହୁତ କମିଲାଣି, ଦିଲ୍ଲୀରେ ଖସିଗଲାଣି। ଯେଉଁ ରାଜ୍ୟରେ ବଢ଼ୁଥିଲା, ଏବେ ସେଠି ଖସୁଛି ବା ପ୍ଲାଟୋ ଅଛି। ତେଣୁ କୋଭିଡକୁ ନେଇ ଭୟଭୀତ ହେବାର କିଛି ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri