୪ ରାଜ୍ୟରେ କରୋନା ଟିକାଦାନ ଅଭ୍ୟାସ ପ୍ରକିୟା

ନୂଆଦିଲ୍ଲୀ,୨୮।୧୨: ଦେଶରେ ସାର୍ବଜନୀକ ଭାବେ କରୋନା ଟିକା ଦେବା ଲାଗି ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ମର୍ମରେ ସୋମବାର ପଞ୍ଜାବ, ଆନ୍ଧ୍ରପ୍ରଦେଶ, ଆସାମ ଏବଂ ଗୁଜରାଟରେ ଅଭ୍ୟାସ ପ୍ରକିୟା (ମକ୍‌ ଡ୍ରିଲ୍‌) ଆରମ୍ଭ କରାଯିବ। ଏହାପରେ ଦେଶରେ ଟିକାଦାନ ପ୍ରକ୍ରିୟା କରାଯିବ। ୪୮ ଘଣ୍ଟା ପାଇଁ ଏହା ଜାରି ରହିବ। ପ୍ରକୃତ ଟିକାଦାନ ପୂର୍ବରୁ ମକ୍‌ ଡିଲ୍‌ରେ ଏହାକୁ ପରଖା ଯିବ। ଏଥିରେ ଲୋକଙ୍କୁ ଟିକାଦାନ ନ ଦିଆଗଲେ ମଧ୍ୟ ଅନ୍ୟ ସମସ୍ତ ପ୍ରକ୍ରିୟାକୁ ଯାଞ୍ଚ୍‌ କରାଯିବ। ମକ୍‌ ଡ୍ରିଲ୍‌ ଜିଲା ହସ୍ପିଟାଲ ସମେତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ ହସ୍ପିଟାଲ ଆଦିରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟିରେ ସାମିଲ ହେଲେ ମୁଖତାର ଅଂସାରୀଙ୍କ ବଡ ଭାଇ

ଲକ୍ଷ୍ନୌ,୨୮ ।୮: ଉତ୍ତର ପ୍ରଦେଶରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ବଦଳ ଅଭିଯାନ ଜାରି ରହିଛି । ଇତିମଧ୍ୟରେ ମୁଖତାର ଅଂସାରୀଙ୍କ ବଡ...

ସୁଶାନ୍ତ ମାମଲା: ପୋଷ୍ଟମାର୍ଟମ ରିପୋର୍ଟକୁ ନେଇ ସନ୍ଦେହ ପ୍ରକାଶ କଲା ସିବିଆଇ

ମୁମ୍ବାଇ,୨୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଘଟଣାରେ ସିବିଆଇ ଜୋରସୋରରେ ତଦନ୍ତ ଚଳାଇଛି। ଶୁକ୍ରବାର ସୁଶାନ୍ତଙ୍କ ରୋଷେୟାଙ୍କୁ ସିବିଆଇ ୫ଘଣ୍ଟା ଧରି ଜେରା କରିଥିଲା।...

କାନ୍ଦିଲେ ମୁଖ୍ୟମନ୍ତ୍ରୀ…

ବେଙ୍ଗାଲୁରୁ,୨୯।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବାସବରାଜ ବୋମାଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏବେ ସୋସିଆଲ୍‌ ମିଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁର ସନି ବେଶ୍‌ ଭାଇରାଲ...

ନବାବଙ୍କୁ ୪ଦିନ ରଖି ଜେରା କରିବ ଇଡି

ମୁମ୍ବାଇ,୩।୩: ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ତଥା ଏନ୍‌ସିପି ନେତା ନବାବ ମଲିକଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଗୁରୁବାର ପିଏମ୍‌ଏଲ୍‌ଏର ସ୍ବତନ୍ତ୍ର କୋର୍ଟ ନବାବଙ୍କ ରିମାଣ୍ଡ ଅବଧି...

ୟୁକ୍ରେନ୍‌ରେ ପାଠପଢ଼ି ଭାରତରେ ଡାକ୍ତର ହେବା ନୁହେଁ ସହଜ, ପାଠପଢ଼ା ଶସ୍ତା-ସ୍ବଦେଶରେ ଚାକିରି ପାଇଁ ହିନସ୍ତା…

ନୂଆଦିଲ୍ଲୀ,୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏନେଇ ୟୁକ୍ରେନରେ ଅଧ୍ୟୟନ କରୁଥିବା ୧୮ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ...

ଗଞ୍ଜାମରେ ବୋଲ ମାନୁନି କରୋନା: ଆଜି ୧୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହୋଇ ପଡ଼ିଲାଣି। ଶୁକ୍ରବାର ୩୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ମୋଟ...

ନାରାୟଣନଙ୍କୁ ଫସାଇବା ପାଇଁ ଚାପ ପକାଯାଇଥିଲା

ଥିରୁଭାନନ୍ତପୁରମ୍‌, ୧୮।୪: ଇସ୍ରୋର ୨୭ ବର୍ଷର ପୁରୁଣା ଗୁପ୍ତଚର ବୃତ୍ତି ମାମଲାରେ ଷଡ଼ଯନ୍ତ୍ର ହୋଇଥିଲା କି ନାହିଁ ତାହାର ସାନି ତଦନ୍ତ ପାଇଁ ସୁପ୍ରିମକୋର୍ଟ ଗୁରୁବାର...

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭

ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର...

Advertisement
Archives

Model This Week