କରୋନା ଟିକା ନାଚ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଥିରୁଭାନନ୍ତପୁରମ୍‌,୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ କାର୍ଯ୍ୟ ଜାରି ରହିଛି। ଏପରିସ୍ଥଳେ ଟିକା ନେବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି କେରଳ ପୋଲିସ ପକ୍ଷରୁ କରୋନା ଟିକା ନାଚର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କରାଯାଇଛି। ଏହି ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ୧୮ ସେକେଣ୍ଡର ଏହି ଭିଡ଼ିଓରେ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ କରୋନା ଟିକା ମନ ଖୁସିରେ ହାତଗୋଡ଼ ହଲାଇ ନାଚୁଛନ୍ତି। କେରଳ ପୋଲିସ ପକ୍ଷରୁ ରାସପୁତିନ ଚ୍ୟାଲେଞ୍ଜ୍‌ ଗ୍ରହଣ କରାଯାଇ ଏଭଳି ଅନନ୍ୟ ପ୍ରୟାସ କରାଯାଇଛି। ଭିଡ଼ିଓଟି କେରଳ ପୋଲିସର ନିଜସ୍ବ ଟୁଇଟର ହ୍ୟାଣ୍ଡେଲରେ ଏପ୍ରିଲ୍‌ ୧୧ ସକାଳ ୭ଟା ୫୦ରେ ଅପଲୋଡ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୦ ମାର୍ଚ୍ଚ ପରେ ଆଜି ଦେଶରେ ସର୍ବନିମ୍ନ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ନୂଆ...

ରୋଷେଇ କରୁଥିବା ସମୟରେ ମହିଳାଙ୍କ ମୁଣ୍ଡରେ ଲାଗିଲା ନିଆଁ, କାମରେ ବ୍ୟସ୍ତ ରହି ପାରିଲେନି ଜାଣି, ଆଉ ତା’ ପରେ…

ଅନେକ ସମୟରେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ଦେଖିଲେ ଭୟରେ ଦେହ ଥରି ଉଠେ। କିଛି ଭିଡିଓରୁ ଶିକ୍ଷା ବି...

ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ: ୨୫ ହଜାରରୁ ଅଧିକ ପ୍ରବାସୀଙ୍କୁ ମିଳିବ କାମ, ଖର୍ଚ୍ଚ ହେବ ୫୦ ହଜାର କୋଟି

ନୂଆଦିଲ୍ଲୀ, ୨୦।୬: କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ସ୍ଥିତିରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗରିବ କଲ୍ୟାଣ ରୋଜଗାର ଯୋଜନାର...

ହିଂସା ଉସୁକାଇବା ଅଭିଯୋଗରେ କଂଗ୍ରେସର ପୂର୍ବତନ ମ୍ୟୁନିସିପାଲ କାଉନ୍‌ସିଲର ଗିରଫ

ନୂଆଦିଲ୍ଲୀ,୨୯।୨: ଉତ୍ତର-ପୂର୍ବ ଦିଲ୍ଲୀରେ ଗତ କିଛି ଦିନ ହେଲା ସାମ୍ପ୍ରଦାୟିକ ହିଂସା ପରେ ଏବେ ସ୍ଥିତି ସୁଧୁରିବାରେ ଲାଗିଛି। ସହରରେ ଦୋକାନ ବଜାର ଖୋଲିଥିବା ବେଳେ...

ବଢିଲା ସିଦ୍ଧୁଙ୍କ ଅଡୁଆ

ଚଣ୍ଡିଗଡ଼,୧୬।୫: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏବେ...

ରାଜ୍ୟରେ କମୁନି କରୋନା: ଆଜି ଆଉ ୧୮ ଜୀବନ ନେଲା, ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଥିବା...

୧୩ ମିଲିମିଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ନିର୍ମାଣ କଲେ ୮ ବନ୍ଧୁ

ସୁରଟ,୧୦।୨: ସୁରଟରେ ୮ଜଣ ବନ୍ଧୁ ମିଳିତ ଭାବେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟ ଅଫ୍‌ ୟୁନିଟ୍‌ର ୧୩ ମିଲିମିଟର ଉଚ୍ଚତା ବିଶିଷ୍ଟ ଷ୍ଟାଚ୍ୟୁ ଅଫ୍‌...

Advertisement
Archives

Model This Week