ପ୍ରତିଦିନ କରୋନା ଟିକା

ନୂଆଦିଲ୍ଲୀ,୧।୪: ଗୁରୁବାରଠାରୁ ୪୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କଙ୍କୁ କରୋନା ଟିକାଦାନ ଆରମ୍ଭ ହୋଇଛି। ଏପ୍ରିଲ୍‌ରେ ମାସ ସାରା ସବୁଦିନ ଟିକାକରଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସରକାରୀ ଛୁଟି ଦିନ ଏବଂ ପର୍ବପର୍ବାଣୀରେ ମଧ୍ୟ କରୋନା ଟିକାଦାନ କରାଯିବ। ସକାଳେ ପୂର୍ବରୁ ପଞ୍ଜିକରଣ କରିଥିବା ଲୋକଙ୍କୁ ଟିକା ଦିଆଯିବ। ସେହିପରି ପୂର୍ବରୁ ପଞ୍ଜିକରଣ କରି ନ ଥିବା ଲୋକେ ଅପରାହ୍ନ ୩ଟାଠାରୁ ଟିକା ନେଇପାରିବେ। କରୋନା ଲଢ଼େଇରେ ବିଜୟୀ ହେବା ଲାଗି ଏପ୍ରିଲ୍‌ ମାସରେ ନୋ ବ୍ରେକ୍‌ କରୋନା ଟିକାଦାନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?