୧୨ରୁ ୧୫ ବର୍ଷ ବୟସ୍କ ପିଲାଙ୍କୁ କରୋନା ଟିକା: ସରକାର ଦେଲେ ମଞ୍ଜୁରୀ…

ଓ୍ବାଶିଂଟନ,୧୧।୫: କରୋନା ଭୂତାଣୁ ଦ୍ୱାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ବୟସ୍କଙ୍କ ପାଇଁ କରୋନା ଟିକା ଉପଲବ୍ଧ ଥିବାବେଳେ ଛୋଟ ପିଳାଙ୍କ ଲାଗି ଟିକା ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଥିଲା। ତେବେ ଏବେ ଏହି ସମସ୍ୟାର ସମାଧାନ ଆମେରିକାରେ ହେବାକୁ ଯାଉଛି। ଫାଇଜର ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକା ୧୨ରୁ ୧୫ ବର୍ଷ ବୟସ୍କ ପିଲାଙ୍କୁ ଦିଆଯାଇ ପାରିବ। ଆମେରିକା ସରକାର ଫାଇଜର ଟିକାକୁ ପିଲାଙ୍କୁ ଦେବା ଲାଗି ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ ପକ୍ଷରୁ ଏସମ୍ପର୍କିତ ଅନୁମତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଇଛି ପରିବା ଦର

ଭୁବନେଶ୍ୱର, ୮ା୪(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟରେ ପନିପରିବା ରହିଛି। ଶଟ୍‌ଡାଉନ୍‌ ପରଠାରୁ ଏବେ ବଜାରରେ ସବୁଜ ପନିପରିବା ଦର ହୁ ହୁ ହୋଇ ବଢ଼ି ଚାଲିଛି।...

କରୋନା ଭୂତାଣୁ ସହିତ ବଞ୍ଚିବା ଶିଖିବାକୁ ପଡ଼ିବ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍‌ କରାଯାଇଛି। ସଂକ୍ରମଣ ରୋକିବା...

କୋରୋନା ଭାଇରସ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ୧୦ ଦିନ ଭିତରେ ଚାଇନା ନିର୍ମାଣ କରିବ ନୂଆ ହସ୍ପିଟାଲ

ବେଜିଂ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ସୃଷ୍ଟି କରିଛି। ଏବେ ସୁଦ୍ଧା ଏଥିରେ ୮୩୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ଥିବା ବେଳେ ୨୫ ଜଣଙ୍କ...

ରାୟଗଡ଼ା, କେନ୍ଦ୍ରାପଡ଼ାରେ କରୋନା ନେଲା ମୁଣ୍ଡ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ ଥିବାବେଳେ ଗଞ୍ଜାମ...

ବସ୍ତିରେ ହୋଇନାହିଁ ସଂକ୍ରମଣ: ବିଏମ୍‌ସି

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): କରୋନା ସଂକ୍ରମଣରେ ରୋକ୍‌ ଲଗାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନାନା ପଦକ୍ଷେପ ହାତକୁ ନେଇଛି। ବିଏମ୍‌ସି ଡେପୁଟି କମିଶନର ଶୁଭେନ୍ଦୁ...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ; ୨୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ...

ପାଣିରୁ ବ୍ୟାପେ ନାହିଁ କରୋନା ସଂକ୍ରମଣ: ବିଶେଷଜ୍ଞ

ଲକ୍ଷ୍ନୌ/ପାଟନା,୧୩।୫: କରୋନା ମହାମାରୀ ଦେଶରେ ତାଣ୍ଡବ ରଚିବାରେ ଲାଗିଛି। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ତିମ ସଂସ୍କାର...

ରେଡ୍‌ଜୋନ୍‌ରେ ବିଏମ୍‌ସି

ଭୁବନେଶ୍ୱର,୩।୫: କରୋନା ସଂକ୍ରମଣ ଆଧାରରେ ଭୁବନେଶ୍ୱର ମ୍ୟୁନିସପାଲ କର୍ପୋରେଶନ(ବିଏମ୍‌ସି)କୁ ରେଡ୍‌ଜୋନ୍‌ରେ ସ୍ଥାନୀତ କରାଯାଇଛି। ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଜାରି ହୋଇଥିବା...

Advertisement


Archives

Model This Week

Why Dharitri