ଆଜିଠାରୁ ଭାରତରେ କରୋନା ଟିକା ମକ୍‌ ଡ୍ରିଲ , ଜାଣନ୍ତୁ ପ୍ରଥମେ କେଉଁ ରାଜ୍ୟରେ ହେବ ଆରମ୍ଭ

ନୂଆଦିଲ୍ଲୀ,୨୮ା୧୨: ବ୍ରିଟେନ ଓ ଆମେରିକା ସମେତ ଅନ୍ୟ ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇସାରିଲାଣି। ଭାରତକୁ କରୋନା ଟିକା ଆସିବା ନେଇ ସମସ୍ତେ ଉତ୍କଣ୍ଠାର ସହ ଚାହିଁ ରହିଛନ୍ତି । ତେବେ ଭ୍ୟାକ୍ସିନ ଆସିବା ପୂର୍ବରୁ ଭାରତ ବିଶ୍ୱର ସବୁଠୁ ବଡ଼ ଟିକାକରଣ ଅଭିଯାନ ପ୍ରସ୍ତୁତିରେ ଲାଗି ପଡ଼ିଛି । ତେବେ ସୋମବାରଠାରୁ ଭାରତରେ ଟିକାର ୪୮ ଘଣ୍ଟା ପର୍ଯ୍ୟନ୍ତ ମକ୍‌ ଡ୍ରିଲ ଆରମ୍ଭ ହେଉଛି ।

ଏହି ରାଜ୍ୟରେ ହେବ କରୋନା ଟିକା ପରୀକ୍ଷା:
ପ୍ରଥମେ କେନ୍ଦ୍ର ସରକାର ପଞ୍ଜାବ, ଆସାମ, ଆନ୍ଧ୍ରପ୍ରଦେଶ ଓ ଗୁଜରାଟରେ ମକ୍‌ଡ୍ରିଲ କରାଇବେ। ଅର୍ଥାତ ଟିକାର ପ୍ରୋଗ୍ରାମ ଲଞ୍ଚ ହେବାର ସମସ୍ତ ପ୍ରକ୍ରିୟା ପରଖାଯିବ। ଏହି ପ୍ରକ୍ରିୟାରେ ଟିକା ଯୋଗାଇବା, ପରୀକ୍ଷା ରସିଦ ଏବଂ ଆବଶ୍ୟକ ତଥ୍ୟ ପ୍ରଦାନ କରିବା, ଟିକା ପ୍ରକ୍ରିୟାରେ ଜଡ଼ିତ ଦଳର ସଦସ୍ୟଙ୍କୁ ନିୟୋଜିତ କରିବା, ଦୂରତା ବଣ୍ଟନ ପ୍ରଣାଳୀ ପରୀକ୍ଷା କରିବା, ଶୀତଳ ଭଣ୍ଡାର ପରୀକ୍ଷା କରିବା ଅନ୍ତର୍ଭୁକ୍ତ ହେବ।

ଏଠାରେ କରାଯିବ ମକ୍‌ଡ୍ରିଲ୍‌:

ଜିଲା ଡାକ୍ତରଖାନା, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ ଡାକ୍ତରଖାନାରେ ଏହି ମକ୍‌ଡ୍ରିଲ କରାଯିବ। ଯାହାକି ଏହି ମକ୍‌ଡ୍ରିଲର ଫଳାଫଳ ଆଗାମୀ ଟିକାକରଣ ଯୋଜନା ପ୍ରସ୍ତୁତି ଉପରେ ପ୍ରଭାବ ପକାଇବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?