ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍‌: ଏଠାରେ ଆରମ୍ଭ ହେବ ଟିକାକରଣ…

ଅକ୍‌ଲାଣ୍ଡ,୧୩।୬: କରୋନା ଭାକ୍ସିନ୍‌ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍‌ ଶୀଘ୍ର ଏଠାରେ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହେବ। ଗଭବର୍ତୀଙ୍କ କ୍ଷେତ୍ରରେ ବିଭିନ୍ନ ସଂକ୍ରମଣ ଆଶଙ୍କା ରହିଥାଏ। ଗର୍ଭବତୀଙ୍କଠାରେ ପ୍ରୟୋଗ କରାଯାଇଥିବା କରୋନା ଭାକ୍ସିନ୍‌ ଦ୍ୱାରା କୌଣସି ପାର୍ଶ୍ୱ ପ୍ରତିକ୍ରିୟା ସୃଷ୍ଟି ହୋଇ ନ ଥିବା ଜଣାପଡ଼ିବା ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଗର୍ଭବତୀଙ୍କୁ ଟିକାଦାନ ଦ୍ୱାରା ଗର୍ଭସ୍ଥ ଶିଶୁ ମଧ୍ୟ ସୁରକ୍ଷିତ ରହି ପାରିବ। ପରୀକ୍ଷା ସମୟରେ ନାଭି ନାଳ ଏବଂ ଗର୍ଭବତୀଙ୍କ ରକ୍ତ ତଥା କ୍ଷୀରରେ ଆଣ୍ଟିବଡ଼ି ରହିଥିବା ଜଣାପଡ଼ିଛି। ତେଣୁ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗର୍ଭବତୀଙ୍କୁ ଶୀଘ୍ର ଟିକା ଦେବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରାୟ: ଏହି ମହିଳାଙ୍କୁ ମିଳିଲା ଇଚ୍ଛା ମୃତ୍ୟୁର ଅଧିକାର, ଖୁସି କହିଲେ ନ ସରେ…

ଲିମା,୪।୩: ୪୪ ବର୍ଷୀୟା ଜଣେ ମହିଳା କିଛି ବର୍ଷ ଧରି ‘ଇଚ୍ଛା ମୃତ୍ୟୁ ଅଧିକାର’ ପାଇଁ ଲଢୁଥିଲେ। ବର୍ତ୍ତମାନ ପେରୁ ସରକାର ଏକ ଐତିହାସିକ ରାୟ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ...

ନ୍ୟୁଜିଲାଣ୍ଡ ହ୍ବାଇଟ୍‌ ଆଇଲାଣ୍ଡରେ ଜ୍ୱାଳାମୁଖୀ ବିସ୍ଫୋରଣ, ବହୁ ପର୍ଯ୍ୟଟକ ଆହତ

ଓ୍ବେଲିଂଟନ୍‌,୯।୧୨: ନ୍ୟୁଜିଲାଣ୍ଡର ସମ୍ବେଦନଶୀଳ ହ୍ବାଇଟ ଆଇଲାଣ୍ଡରେ ସୋମବାର ଜ୍ୱାଳାମୁଖୀ ବିସ୍ଫୋରଣ ହୋଇଛି। ଏହା ଆଖପାଖ ଅଞ୍ଚଳ ପାଇଁ କ୍ଷତିକାରକ ବୋଲି କୁହାଯାଉଛି। ବିସ୍ଫୋରଣ ସମୟରେ ଆଖ...

ସର୍ଜରୀ ସମୟରେ ହାତରେ ଲାଗିଥିଲା ଟାଇଟେନିୟମ ପ୍ଲେଟ୍‌, ବିଜୁଳି ମାରିବାରୁ ଘଟିଲା ଏମିତି

ଲଣ୍ଡନ,୧୭ା୭: ଝଡ଼ ତୋଫାନ ସମୟରେ ସେଲ୍‌ଫି ନେବା ବାରମ୍ବାର ମନା କରାଯାଉଥିଲେ ମଧ୍ୟ ୩ ଭାଇ ଭଉଣୀଙ୍କୁ ମହଙ୍ଗା ପଡ଼ିଛି। ଗଛ ତଳେ ଠିଆ ହୋଇ...

କେନ୍ଦୁଝରରେ କୋଭିଡ୍‌ ନିୟମ ଉଲ୍ଲଂଘନ: ନର୍ସ ଚାକିରି ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭିଡ଼

କେନ୍ଦୁଝର, ୨୮।୭ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ କୋଭିଡ୍‌ ନିୟମର ଖୋଲାଖୋଲି ଉଲ୍ଲଂଘନ ହେଉଛି। ମେଡିକାଲ ଭିତରକୁ...

ଗଣମାଧ୍ୟମ ପାଇଁ ଫେସ୍‌ବୁକ୍‌ରେ ନୂଆ ସୁଯୋଗ: ଖବର ପ୍ରକାଶନ ପାଇଁ ବର୍ଷକୁ ମିଳିବ ୨୧.୨୬ କୋଟି ଟଙ୍କା

ସାନ୍‌ ଫ୍ରାନ୍ସିସ୍‌କୋ, ୧୦।୮: ଗଣମାଧ୍ୟମ ପାଇଁ ଫେସ୍‌ବୁକ୍‌ରେ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏନେଇ ଫେସ୍‌ବୁକ୍‌ ପକ୍ଷରୁ ଶୀଘ୍ର ନୂଆ ପଦକ୍ଷେପ ଗ୍ରହଣ କରାଯିବ। ଏହା...

୨୧୦୦ ବେଳକୁ ଲୋପ ପାଇଯିବେ ପେଙ୍ଗୁଇନ୍‌

ମେଲ୍‌ବୋର୍ନ,୨୬।୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଆଣ୍ଟାର୍କଟିକା ମହାଦେଶର ପ୍ରାଣୀ ଜଗତ ବିପଦରେ ପଡ଼ିଛନ୍ତି। ଯଦି ଏହାର ପ୍ରତିକାର ଦିଗରେ କାର୍ଯ୍ୟ କରା ନ ଯାଏ ତେବେ...

୨୪ ଘଣ୍ଟାରେ ଦେଶରେ ୧,୫୫୩ ନୂଆ କରୋନା ସଂକ୍ରମିତ ଚିହ୍ନଟ: ମୃତକଙ୍କ ସଂଖ୍ୟା ୫ଶହ ଟପିଲା

ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ନେଇ ଗୋଟିଏ ପଟେ ଦେଶର ଲକ୍‌ଡାଉନ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହୋଇଯାଇଥିବା ବେଳେ ଅନ୍ୟପଟେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହଠାତ୍‌ ବୃଦ୍ଧି...

Advertisement
Archives

Model This Week