କାଇଞ୍ଚପୁର ପଞ୍ଚାୟତରେ କରୋନା ଟିକାର ଶୁଭାରମ୍ଭ

ଗଞ୍ଜାମ, ୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଞ୍ଚପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର କରୋନା ଟୀକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ଖଣ୍ଡଦେଉଳି ମେଡିକାଲ ଡାକ୍ତର ସୌମ୍ୟକାନ୍ତ ମହାପାତ୍ର, ଆୟୁଷ ଡାକ୍ତର ବନୋଜ କାନ୍ତ କର, ଜିଲା ସମ୍ପାଦକ ଭୀମ ସେନ ବେହେରା, କୋଭିଡ୍‌ ୱାର୍କର ବାସୁଦେବ ଗୌଡ଼, ତପସ୍ବିନୀ ବେହେରା, ସୁବାଷ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ଭାଜପା ରାଜ୍ୟ ଅନୁସୂଚିତ ଜାତି ଜନଜାତି ସମ୍ପାଦକ କୀର୍ତନ ଦାସ କରୋନା ଟୀକା ନେଇଥିଲେ l ମହାମାରୀ କରୋନା ସମୟରେ ଐତିହାସିକ ପଦକ୍ଷେପ ନେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାଜପା ନେତୃବୃନ୍ଦ ପ୍ରଂଶସା କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?