ଆଜି ଓଡ଼ିଶାରେ ପହଞ୍ଚିବ କରୋନା ଟିକା

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନାକୁ ମାତ ଦେବାକୁ ଆସୁଥିବା ଟିକା କୋଭିଶିଲ୍ଡର ବିତରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଅନୁମତି ମିଳିବା ପରେ ମଙ୍ଗଳବାର ଏହା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ପହଞ୍ଚିବ। ପୁଣେରୁ ଭୁବନେଶ୍ୱରକୁ ସ୍ବତନ୍ତ୍ର ସ୍ପାଇସ ଜେଟ୍‌ ବିମାନରେ ଏହି ଟିକା ଆସିଥିବା ବେଳେ ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରେ ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ବଢ଼ାଇବ ଦାରିଦ୍ର୍ୟ

ଭୁବନେଶ୍ୱର,୧୪। ୬(ବ୍ୟୁରୋ): କରୋନା (କୋଭିଡ୍‌-୧୯) ଭୂତାଣୁ ସ୍ବାସ୍ଥ୍ୟ ପାଇଁ ଘାତକ ସାଜିବା ସହ ଜୀବନ ଜୀବିକାକୁ ମଧ୍ୟ ବହୁଳ ଭାବେ ପ୍ରଭାବିତ କରିଛି। ସ୍ବାସ୍ଥ୍ୟଗତ ବିପତ୍ତିଠାରୁ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬.୮ ଡିଗ୍ରୀ

ଜି.ଉଦୟଗିରି,୧୯ା୧୨(ଡି.ଏନ୍‌.ଏ.): ତିନିଦିନ ଧରି ପାରଦ ତଳମୁହାଁ ହେବାରେ ଲାଗିଛି। ଜି. ଉଦୟଗିରି ସହରରେ ଶନିବାର ଓ ରବିବାର ଦୁଇଦିନ ଧରି ପାରଦ ୬.୮ ଡିଗ୍ରୀ ସେଲ୍‌ସିୟସ...

ଯୁବକଙ୍କୁ ବୋମା ମାଡ଼, କାରଣ ଖୋଜୁଛି ପୋଲିସ

ଆସିକା,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅଧୀନ ପଣିବନ୍ଧ ଗ୍ରାମରେ ଶୁକ୍ରବାର ବୋମାମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

ସଙ୍କଟରେ ବି ପ୍ରତିଶ୍ରୁତି ଭୁଲିନୁ: ନବୀନ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ସଙ୍କଟର ମୁକାବିଲା କରି ଚାଲିଛନ୍ତି। ଏହାସତ୍ତ୍ୱେ ଲୋକଙ୍କୁ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତିକୁ ଆମେ ଭୁଲିନାହୁଁ। ବିଜେଡି...

ଆବାସ ଯୋଜନାରେ ମିଳୁନି ବିଲ୍‌: ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ

ପାଲଲହଡ଼ା, ୫ା୧୧(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇ ଘର ନିର୍ମାଣ କରିଥିବା ଅନୁଗୋଳ ଜିଲା କଣିହାଁ ବ୍ଲକ ଗଣ୍ଡମାଳା ପଞ୍ଚାୟତର ହିତାଧିକାରୀମାନେ ବିଲ୍‌ ମିଳୁ...

ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ

ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍‌ଲକ୍‌-୬ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍‌ ସ୍ଥାନୀୟ...

ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୭ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ବିଶ୍ୱ ଊର୍ଜା ବିଶେଷଭାବେ ତୈଳ ଏବଂ ଗ୍ୟାସ ଉପରେ ପ୍ରଭାବ ପକାଇଛି। ତେଣୁ ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ପାଇଁ...

ଜଗବନ୍ଧୁଙ୍କ ପାଇଁ ବଢିଲା ଅଡୁଆ: ଆଗୁଆ ଜାମିନ୍‌ ଆବେଦନର ହେବନି ଶୁଣାଣି

କଟକ ଅଫିସ,୨୭।୧୦: ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ପାଇଁ ବଢିଲା ଅଡୁଆ। ଗିରଫ ପୂର୍ବରୁ ଆଗୁଆ ଜାମିନ୍‌ ଆବେଦନ କରିଥିବା ଜଗବନ୍ଧୁଙ୍କ ଶୁଣାଣି...

Advertisement
Archives

Model This Week