ଅଗଷ୍ଟ ୧୦ ପୂର୍ବରୁ ଆସିବ କରୋନା ଟୀକା

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଅଗଷ୍ଟ ୧୦ ପୂର୍ବରୁ ଏହା ସର୍ବସାଧାରଣ ବ୍ୟବହାର ପାଇଁ ମିଳିବ ବୋଲି କୁହାଯାଉଛି। ପୃଥିବୀର ବିଭିନ୍ନ ଦେଶରେ ୨୩ଟି ଟୀକାର ପରୀକ୍ଷା ଜାରି ରହିଥିବାବେଳେ ସେଥିମଧ୍ୟରୁ କିଛି ରୁଷ୍‌ର ଔଷଧ କମ୍ପାନୀ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଟୀକା ଅଗଷ୍ଟ ୧୦ ପୂର୍ବରୁ ମିିଳିବାର ଆଶା ରହିଛି। ଟୀକାକୁ ବଜାରରେ ଉପଲବ୍ଧ କରାଇବା ଲାଗି ଅନ୍ତର୍ଜାତୀୟସ୍ତରରେ ଚାପ ପଡୁଥିବାରୁ ଔଷଧ କମ୍ପାନୀଗୁଡ଼ିକ ଶୀଘ୍ର ଏହାକୁ ସର୍ବସାଧାରଣ ବ୍ୟବହାର ଲାଗି ପ୍ରୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri