ଥରକରେ ୧୦୦ ଜଣଙ୍କୁ ଦିଆଯିବ କରୋନା ଟିକା: ଜଣଙ୍କ ପାଇଁ ଅଧାଘଣ୍ଟା

ନୂଆଦିଲ୍ଲୀ,୮।୧୨: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଖୁବ୍‌ ଶୀଘ୍ର ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜରୁରିକାଳୀନ ସ୍ଥିତିରେ ଭାରତରେ କରୋନା ଟିକା ଦିଆଯିବା ଲାଗି ଫାଇଜର ଏବଂ ସିରମ୍‌ ଇନଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ)ର ମଞ୍ଜୁରୀ ଅନୁମତି ଲୋଡ଼ା ଯାଇଛି। ଟିକାକରଣ ନେଇ ସରକାରଙ୍କ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଟିକା ଥରକରେ ୧୦୦ଜଣଙ୍କୁ ଦିଆଯାଇପାରିବ। ଜଣଙ୍କୁ ଟିକା ଦେବା ପାଇଁ ଅଧାଘଣ୍ଟା ଲାଗିବ। କୋବିନ୍‌ ଆପ୍‌ ମାଧ୍ୟମରେ ଟିକାକରଣ ତଥା କେନ୍ଦ୍ର ସମ୍ପର୍କିତ ସୂଚନା ପ୍ରଦାନ କରାଯିବ। ଟିକାକରଣ ପାଇଁ ପ୍ରତି କେନ୍ଦ୍ରରେ ୩ଟି ଭିନ୍ନ ଭିନ୍ନ ପ୍ରକୋଷ୍ଠ ରହିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ପ୍ରଥମ ପ୍ରକୋଷ୍ଠରେ କରୋନା ଟିକା ନେବାକୁ ଆସିଥିବା ଲୋକଙ୍କୁ ଅପେକ୍ଷା କରିବାକୁ କୁହାଯିବ। ଦ୍ୱିତୀୟ ପ୍ରକୋଷ୍ଠରେ ସେମାନଙ୍କୁ ଜଣ ଜଣ କରି ଟିକା ଲଗାଯିବ। ପରେ ସେମାନଙ୍କୁ ୩୦ ମିନିଟ୍‌ ବିଶ୍ରାମ ପାଇଁ ତୃତୀୟ ପ୍ରକୋଷ୍ଠକୁ ଛଡ଼ାଯିବ। ଏହି ସମୟ ମଧ୍ୟରେ ସେମାନଙ୍କଠାରେ କରୋନା ଟିକାର କିଭଳି ପ୍ରଭାବ ଅନୁଭୁତ ହେଉଛି ତାହା ଅନୁଧ୍ୟାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ପାଇଁ ଭାଜପାର ପ୍ରସ୍ତୁତି ଆରମ୍ଭ: ନଡ୍ଡାଙ୍କ ୧୨୦ ଦିନିଆ ଭାରତ ଗସ୍ତ

ନୂଆଦିଲ୍ଲୀ,୨୩।୧୧: ଆଗକୁ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ଭାଜପା ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି। ଦଳର ସାଂଗଠନିକ ସ୍ଥିତିକୁ ଅଧିକ ସୁଦୃଢ଼...

ଗେଷ୍ଟହାଉସ୍‌ରେ ପହଞ୍ଚିଲେ ରକୁଲପ୍ରୀତ୍‌ ସିଂ

ମୁମ୍ବାଇ,୨୫।୯: ଡ୍ରଗ୍ସ ମାମଲାରେ ଅନେକ ବଲିଉଡ ସେଲିବ୍ରିଟିଙ୍କ ନାମ ଆସିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ତଦନ୍ତ ତ୍ୱରାନ୍ବିତ କରିଛି। ଏହି ମାମଲାରେ ଏନସିବି...

ମୁମ୍ବାଇ ଏୟାର ପୋର୍ଟରେ କ୍ୱାରାଣ୍ଟାଇନରେ ରହିବେ ଦକ୍ଷିଣ ଆଫ୍ରିକାରୁ ଫେରୁଥିବା ଯାତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଷ୍ଟ୍ରେନ୍ ମିଳିବା ପରେ ସାରା ବିଶ୍ୱ ଚିନ୍ତାରେ ପଡିଯାଇଛି । ଏପଟେ ମୁମ୍ବାଇ ପ୍ରଶାସନ ପକ୍ଷରୁ ଆରମ୍ଭରୁ...

ଗୋରଖନାଥଙ୍କୁ ଖେଚୁଡି ଚଢ଼ାଇଲେ କଣ୍ଠଶିଳ୍ପି ଅନୁରାଧା

ଲକ୍ଷ୍ନୌ,୧୪।୧: ବଲିଉଡ୍‌ର ପ୍ରସିଦ୍ଧ କଣ୍ଠଶିଳ୍ପି ଅନୁରାଧା ପୋଡଓ୍ବାଲ ଉତ୍ତରପ୍ରଦେଶର ଗୋରଖପୁରରେ ଅବସ୍ଥିତ ଗୋରଖନାଥ ମନ୍ଦିରକୁ ମଙ୍ଗବଳାର ଗସ୍ତ କରିଛନ୍ତି। ସେଠାରେ ଗୁରୁ ଗୋରଖନାଥଙ୍କୁ ଦର୍ଶନ କରିବା...

ନିର୍ଭୟା ମାମଲା: ପ୍ରଶାସନର ଦୋଷ ଦେଇ ଆଉ ଫାଶୀ ତାରିଖ ଘୁଞ୍ଚାଇ ପାରିବେନି ଦୋଷୀ

ନୂଆଦିଲ୍ଲୀ,୨୫।୧: ନିର୍ଭୟା ଗଣବଳାତ୍କାର ମାମଲାରେ ଶୁକ୍ରବାର ୩ ଦୋଷୀ ବିନୟ, ପବନ ଓ ଅକ୍ଷୟଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ ପଟିଆଲା ହାଉସ କୋର୍ଟରେ...

ବିଞ୍ଝାରପୁର ବ୍ଲକରେ ପୁଣି ୨କରୋନା ଆକ୍ରାନ୍ତ ଚିହ୍ନଟ

ବିଞ୍ଝାରପୁର,୧୨।୫(ଡି.ଏନ.ଏ)-ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ୧୦ଦିନ ବ୍ୟବଧାନ ପରେ ମଙ୍ଗଳବାର ପୁଣି ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବାବେଳେ ସେମାନଙ୍କ...

ପୂର୍ଣ୍ଣସଂଖ୍ୟା ୧୦୦ରୁ ପରୀକ୍ଷାରେ ୧୫୧ ରଖିଲେ ବିଶ୍ୱବିଦ୍ୟାଳୟ ସ୍ନାତକ ଛାତ୍ର, ସୋସିଆଲ ମିଡ଼ିଆରେ ଭାଇରାଲ…

ଦରଭଙ୍ଗା, ୩୧।୭ :ବିହାରର ଦରଭଙ୍ଗା ଜିଲାରେ ଅବସ୍ଥିତ ଲଲିତ ନାରାୟଣ ମିଥିଲା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର ପରୀକ୍ଷାରେ ପୂର୍ଣ୍ଣସଂଖ୍ୟା ୧୦୦ରୁ ୧୫୧ ମାର୍କ ପାଇଛନ୍ତି। ସେ...

୧୫୦ ବର୍ଷର ପୁରୁଣା ସ୍କୁଲରେ ଟ୍ରେନ୍‌ ବଗିରେ ପାଠପଢ଼ିବେ ପିଲା

ମଦୁରାଇ,୧୮।୬: ୟୁକେର ଶିକ୍ଷା ବ୍ୟବସ୍ଥାର ଶୈଳୀ ଭଳି ଭାରତରେ ମଧ୍ୟ ପାଠପଢ଼ାକୁ ମଜାଳିଆ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଟ୍ରେନ୍‌ର ଖେଳନା ହେଉ କି...

Advertisement
Archives

Model This Week