Posted inଜାତୀୟ

୩୦ କୋଟିଙ୍କୁ ଦିଆଯିବ କରୋନା ଟିକା: ଏକକାଳୀନ ହେବ ବ୍ୟବସ୍ଥା

ନୂଆଦିଲ୍ଲୀ,୮।୧୨: ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଟିକା ଅଗ୍ରଗତି ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ମଙ୍ଗଳବାର ସୂଚନା ଦେଇ କହିଛନ୍ତି,ଟିକା ପାଇଁ ଲାଇସେନ୍ସ ମିଳିଲେ ଟିକାକରଣ ଆରମ୍ଭ କରିଦିଆଯିବ। ଟିକା ଜରୁରୀ ଥିବା ପ୍ରତିଟି ଭାରତୀୟକୁ ଏହା ଦିଆଯିବ। ତେବେ ସ୍ବାସ୍ଥ୍ୟ କର୍ମୀ, ସମ୍ମୁଖ ଯୋଦ୍ଧା ଏବଂ ବୟସ୍କଙ୍କୁ ପ୍ରଥମେ ଟିକା ଦେବାର ଯୋଜନା କରାଯାଇଛି। ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ୍‌ ଆଦି ୧ କୋଟି ଲୋକଙ୍କୁ ଟିକା ଦିଆଯିବ। ପୋଲିସ ଭଳି ୨ କୋଟି ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯିବ। ଏହାଛଡ଼ା ୫୦ ବର୍ଷରୁ ଅଧିକ, ବହୁବିଧ ରୋଗାକ୍ରାନ୍ତ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ। ଟିକା ଆସିଲେ ଏମାନଙ୍କୁ ଏକ ସମୟରେ ଟିକା ଦିଆଯିବା ବ୍ୟବସ୍ଥା ହେବ। ଏଇିଯୋଗୁ ଟିକା ସଂରକ୍ଷଣ, ଟିକାକରଣ ଏବଂ ପରିଚାଳନା ନେଇ ବ୍ୟାପକ ବ୍ୟବସ୍ଥା ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଜନ୍ମଦିନ ପାଳିଲେ ତେଜସ୍ବି: ଫଟୋ ଭାଇରାଲ

ପାଟନା,୧୧।୧୧: ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତେଜସ୍ବି ଯାଦବ ଏକ ଚାର୍ଟର୍ଡ ବିମାନରେ ଜନ୍ମଦିନ ପାଳିବାର...

ରାଜନୈତିକ ହିଂସାରୁ ଆକ୍ରମଣ

ଚାନ୍ଦବାଲି, ୧୭।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ତୋଟାପଡ଼ା ପଞ୍ଚାୟତ ଗଙ୍ଗାଧରପୁର ପାଟଣା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ରାଜନୈତିକ ହିଂସାକୁ ନେଇ...

ଭାରତ ପାଲଟିବ ବିଶ୍ୱସ୍ତରୀୟ ଗେମିଂ ହବ…

ନୂଆଦିଲ୍ଲୀ,୨୯।୧୨ : ଭାରତକୁ ଏକ ବିଶ୍ୱ ଗେମିଂ ହବ କରିବା ପାଇଁ ସହଜ ବ୍ୟବସ୍ଥା ଉପରେ ଯୋଜନା ଜାରି ରହିଛି। ଖେଳ କାର୍ଯ୍ୟକଳାପରୁ ହୋଇଥିବା ଆୟରୁ...

ଚିକେନ ନ ଦେଲେ କୋଭିଡ୍‌ ସେଣ୍ଟରରୁ ଯିବିନି, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ,୧୦ା୭: ମହାରାଷ୍ଟ୍ରର ସାଙ୍ଗଲି ଜିଲାରୁ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଜଣେ କରୋନା ରୋଗୀ ଡ୍ୟାନ୍ସ କରିବା ସହ ଚିକେନ ମାଗୁଛନ୍ତି। ଆକ୍ରାନ୍ତ ଜଣକ...

ଇ-ଶ୍ରମ ପୋର୍ଟାଲରେ ୨୫ କୋଟି ଶ୍ରମିକଙ୍କ ପଞ୍ଜିକରଣ…

ନୂଆଦିଲ୍ଲୀ, ୫।୨ : ଇ-ଶ୍ରମ ପୋର୍ଟାଲରେ ଦେଶର ୨୫ କୋଟି ଶ୍ରମିକ ପଞ୍ଜିକରଣ କରିଛନ୍ତି। ଶ୍ରମିକ ପଞ୍ଜିକରଣ କ୍ଷେତ୍ରରେ ମଧ୍ୟପ୍ରଦେଶ ଆଗରେ ରହିଛି। ଏହା ପଛକୁ...

ଦିଲ୍ଲୀ ହିଂସା ପରେ ଆଲର୍ଟରେ ୟୁପିର କିଛି ସହର

ଲକ୍ଷ୍ନୌ,୧୭ ।୪: ଉତ୍ତର-ପଶ୍ଚିମ ଦିଲ୍ଲୀର କିଛି ସ୍ଥାନରେ ଶନିବାର ସନ୍ଧ୍ୟାରେ ହୋଇଥିବା ସାଂପ୍ରଦାୟିକ ହିଂସାପରେ ଉତ୍ତର ପ୍ରଦେଶର ଗୌତମବୁଦ୍ଧ ନଗର ଜିଲାରେ ପୋଲିସ ହାଇ ଆଲର୍ଟରେ...

ଦିବ୍ୟାଙ୍ଗଙ୍କୁ ବିବାହ କଲେ ମିଳିବ ୫ ଲକ୍ଷ ଟଙ୍କା

ଜୟପୁର,୧୪।୨: ଭାଲେଣ୍ଟାଇନ୍ସ ଦିବସ ଅବସରରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାର ଏକ ନିଆରା ପଦକ୍ଷେପ ନେଇଛନ୍ତି। ପ୍ରେମ ଯୋଡିଙ୍କ ପ୍ରେମ ବିବାହକୁ ସହଜ କରିବା...

ଏସ୍‌ଏଫ୍‌ଜେର ନୂଆ ଷଡ଼ଯନ୍ତ୍ର: ଖଲିସ୍ତାନ ପତାକା ଉଡ଼ାଇଲେ ମିଳିବ ୧୦ ହଜାର ଡଲାର ପୁରସ୍କାର

ନୂଆଦିଲ୍ଲୀ, ୪।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଶିଖ୍‌ ଫର ଜଷ୍ଟିସ୍‌(ଏସ୍‌ଏଫ୍‌ଜେ) ବିଚ୍ଛିନ୍ନତାବାଦୀ ସଂଗଠନ ପକ୍ଷରୁ ନୂଆ...

Advertisement
Archives

Model This Week