କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବିଲ୍‌ ୧୯ ଲକ୍ଷ: ୮ ଲକ୍ଷ ଦେବା ପରେ ବି ମୃତଦେହ ମିଳିଲାନି…

ଲକ୍ଷ୍ନୌ,୩୧।୫: ଜଣେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବିଲ୍‌ ୧୯ ଲକ୍ଷ ୨୦ ହଜାର ଟଙ୍କାରେ ପହଞ୍ଚିଥିବାବେଳେ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ପୈଠ ନ କଲେ ମୃତଦେହ ହସ୍ତାନ୍ତର କରିବାକୁ ମନା କରିଛନ୍ତି। ମୃତକଙ୍କ ପରିବାର ସଦସ୍ୟ ୮ ଲକ୍ଷ ୮୫ ହଜାର ଟଙ୍କା ଦେବା ପରେ ବି ଅନ୍ତିମ ସଂସ୍କାର ପାଇଁ ତାଙ୍କୁ ମୃତଦେହ ମିଳିନି। ଏଭଳି ଅଭାବନୀୟ ଘଟଣା ଉତ୍ତରପ୍ରଦେଶର ଲକ୍ଷ୍ନୌର ଟେଣ୍ଡର ପାମ୍‌ ହସ୍ପିଟାଲରେ ଘଟିଛି। କରୋନାରେ ଆକ୍ରାନ୍ତ ହୋଇଥିବା ଉନାଓ୍ବ ବାସିନ୍ଦା ଅନୀଲ କୁମାରଙ୍କ ସ୍ତ୍ରୀଙ୍କର ଚିକିତ୍ସା ହସ୍ପିଟାଲରେ ଜାରି ରହିଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ହସ୍ପିଟାଲ ପକ୍ଷରୁ ଲମ୍ବା ବିଲ୍‌ ଅନୀଲଙ୍କୁ ପ୍ରଦାନ କରାଯାଇଥିଲା। ଇତିମଧ୍ୟରେ ଅନୀଲ ୮ ଲକ୍ଷ ୮୫ ହଜାର ଟଙ୍କା ପୈଠ କରିସାରିଛନ୍ତି। ତେବେ ଅବଶିଷ୍ଟ ୧୦ ଲକ୍ଷ ୭୫ ହଜାର ଟଙ୍କା ଶୀଘ୍ର ପୈଠ ନ କଲେ ସ୍ତ୍ରୀଙ୍କର ମୃତ ଦେହ ମିଳିବନି ବୋଲି ହସ୍ପିଟାଲ ପକ୍ଷରୁ ରୋକ୍‌ଠୋକ୍‌ କୁହାଯାଇଛି। ଏନେଇ ଅନୀଲ ଡିଏମ୍‌ଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଖୁ ଦେଖୁ ଧସିଗଲା ଘର

ପାଟନା,୫।୭: ବିହାରର ବିଭିନ୍ନ ଅଞ୍ଚଳରେ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ନଦୀଗୁଡ଼ିକ ଫୁଲିଯିବାରୁ ବର୍ତ୍ତମାନ ପ୍ରାୟ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାରର ମୋତିହାରି, ଦରଭଙ୍ଗା,...

କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ ହରସିମରତ କୌର ବାଦଲଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୭।୯-କୃଷି ଓ କୃଷକ ବିଲ୍‌କୁ ବିରୋଧ କରି ଗୁରୁବାର କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ ମୋଦୀ ସରକାରରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା କୃଷି...

ତୃତୀୟ ଲହରରେ ଶିଶୁ ଆକ୍ରାନ୍ତ ହେବା ଆଶଙ୍କା: ସମସ୍ତ ରାଜ୍ୟଠାରୁ ରିପୋର୍ଟ ଲୋଡ଼ିଲା ଏନ୍‌ସିପିସିଆର୍‌..

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ତୃତୀୟ ଲହର ଆଶଙ୍କା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଚିନ୍ତା...

ବିରାଟଙ୍କ ଫନି ଭିଡିଓ ଶେୟାର କଲେ ଅନୁଷ୍କା: ନାଗପୁର ପୋଲିସ ଦେଲା ଏଭଳି ଜବାବ

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା ଏହି ଲକ୍‌ଡାଉନ ସମୟରେ ସୋସିଆଲ ମିଡିଆରେ ବହୁ ଆକ୍ଟିଭ ରହୁଛନ୍ତି। ପ୍ରାୟ ସମୟରେ ସେ କିଛି ନା କିଛି ମଜାଳିଆ...

କଂଗ୍ରେସକୁ ଆଉ ଏକ ଝଟ୍‌କା: ଇସ୍ତଫା ଦେଲେ ୬ ବିଧାୟକ

ଇମ୍ଫାଲ,୧୧।୮: କଂଗ୍ରେସକୁ ଲାଗିଛି ଆଉ ଏକ ଧକ୍କା। ମଣିପୁରରେ କଂଗ୍ରେସର ୬ ବିଧାୟକ ବିଧାନସଭା ଅଧ୍ୟକ୍ଷଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଥିବା ଜଣାପଡିଛି। ଦଳର...

ଆସାମ ବିଧାନସଭା ନିର୍ବାଚନ: ୩ ଗୁରୁତ୍ୱପୂର୍ଣ୍ଣ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଗୁଆହାଟୀ,୮ ।୩: ସାରା ଦେଶରେ ବେଳକୁ ବେଳ କଂଗ୍ରେସର ପ୍ରଦର୍ଶନ ଖରାପ ହୋଇ ଚାଲିଥିବା ବେଳେ ଏବେ ଏହାକୁ ସଜାଡିବାକୁ ପ୍ରୟାସ କରୁଛି ଦଳ ।...

ବିମୁଦ୍ରୀକରଣକୁ ପୂରିଲା ୩ବର୍ଷ, ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୮।୧୧: ଦେଶର ଅର୍ଥବ୍ୟବସ୍ଥା ଇତିହାସରେ ନଭେମ୍ବର ୮ ଏକ ଖାସ୍‌ ଦିନ ଭାବେ ଧରାଯାଇଛି। ୨୦୧୬, ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ପାଇଁ ୫୦ ହଜାର ଟପିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଭାବରେ ଜୋ ବାଇଡେନ୍‌ ଶପଥ ନେବା ପରେ ଭାରତୀୟ ଶେୟାର ବଜାରରେ ଏହାର ପ୍ରଭାବ ଦେଖାଯାଇଛି। ଗୁରୁବାର ଶେୟାର ବଜାର ରେକର୍ଡ...

Advertisement
Archives

Model This Week