ମୁମ୍ବାଇରେ ପୁଣି ବଢ଼ୁଛି କରୋନା ମାମଲା: ମହାରାଷ୍ଟ୍ରକୁ ଚିଠି ଲେଖିଲା କେନ୍ଦ୍ର

ମୁମ୍ବାଇ,୧୬।୩: ସମଗ୍ର ଦେଶରେ ଏଚ୍‌୨ଏନ୍‌୩ ଇନ୍‌ଫ୍ଲୁଏଞ୍ଜା ଫ୍ଲୁ ବୃଦ୍ଧି ମଧ୍ୟରେ କରୋନା ଭାଇରସ୍‌ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ଥରେ ଲୋକଙ୍କୁ କରୋନା ଭୟ ଘାରିଲାଣି। ମଙ୍ଗଳବାର ଏଠାରେ କୋଭିଡର ୩୬ଟି ମାମଲା ସାମ୍ନାକୁ ଆସିଛି, ଯାହା ଗତ କିଛି ଦିନ ତୁଳନାରେ ଦୁଇଗୁଣ ଅଧିକ। ଏସମ୍ପର୍କରେ ମହାରାଷ୍ଟ୍ର ସ୍ବାସ୍ଥ୍ୟ ବିଭାଗକୁ କେନ୍ଦ୍ର ସରକାର ଏକ ଚିଠି ଲେଖିଛନ୍ତି। ସୂଚନାଯୋଗ୍ୟ, କରୋନାର ବଢ଼ୁଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ମହାରାଷ୍ଟ୍ର ସ୍ବାସ୍ଥ୍ୟ ବିଭାଗର ସଚିବଙ୍କୁ ଏକ ଚିଠି ଲେଖିଛି। ଏହି ଚିଠିରେ ଉଲ୍ଲେଖ କରାଯାଇଛି ଯେ, ମହାରାଷ୍ଟ୍ରରେ କରୋନା ଭାଇରସ ମାମଲା ବୃଦ୍ଧି ପାଉଛି। ଏଥିପ୍ରତି ଧ୍ୟାନ ଦେବାର ଆବଶ୍ୟକତା ରହିଛି। ଟ୍ରାକିଂ ଡେଷ୍ଟିନେଶନ୍‌ ଉପରେ ଜୋର ଦେବା ସହ କ୍ଲଷ୍ଟର ମନିଟରିଂ ଏବଂ କୋଭିଡର ଉପଯୁକ୍ତ ଆଚରଣକୁ ପାଳନ କରିବାକୁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳିତ ଏମ୍‌ପିଙ୍କୁ ଗାଁରେ ପୂରାଇଦେଲେନି

ବେଙ୍ଗାଲୁରୁ,୧୮ା୯: କର୍ନାଟକର ଦଳିତ ଏମ୍‌ପି ଏ. ନାରାୟଣସ୍ବାମୀଙ୍କୁ ତାଙ୍କ ସଂସଦୀୟ କ୍ଷେତ୍ରର ଏକ ଗାଁରେ ଗୋଲ୍ଲା (ଓବିସି) ସମ୍ପ୍ରଦାୟର ଲୋକେ ପୂରାଇଦେଲେ ନାହିଁ। ଚିତ୍ରଦୁର୍ଗ ଆସନରୁ...

ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର ପରୀକ୍ଷା ସଫଳ

ନୂଆଦିଲ୍ଲୀ,୧୨ା୯(ଆଇଏଏନ୍‌ଏସ୍‌): ପ୍ରତିରକ୍ଷା ଗବେଷଣା ବିକାଶ ସଂଗଠନ(ଡିଆର୍‌ଡି) ବୁଧବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର (ଏମ୍‌ପିଏଟିଜିଏମ୍‌) ସଫଳତାର ସହ ପରୀକ୍ଷା କରିଛି। ଆନ୍ଧ୍ରପ୍ରଦେଶର କୁର୍ନୁଲଠାରେ ପରୀକ୍ଷା...

ମେଣ୍ଟର ଶେଷ ଉଦ୍ୟମ ବିଫଳ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୨ା୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ବିଧାନସଭାରେ ସୋମବାର ଆସ୍ଥାଭୋଟ ହେବାକୁ ଥିବାବେଳେ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌)-କଂଗ୍ରେସ ମେଣ୍ଟ ସରକାର ବଞ୍ଚାଇବା ପାଇଁ...

କାନ୍ଦିଲେ ମୁଖ୍ୟମନ୍ତ୍ରୀ ବାଘେଲା

ରାୟପୁର,୩୦।୬: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା କାନ୍ଦିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଶନିବାର...

କରୋନା ଯୁଦ୍ଧରେ ସଫଳ ହେଲେ ଗଞ୍ଜାମର ୯୫ ବର୍ଷୀୟ ବୃଦ୍ଧ

ଛତ୍ରପୁର, ୨୧।୭(ଡି.ଏନ୍‌.ଏ.): କରୋନା ଯୁଦ୍ଧ ଲଢ଼ି ସଫଳ ହୋଇଛନ୍ତି ୯୫ ବର୍ଷୀୟ ବୃଦ୍ଧ ଉଦୟନାଥ ବିଷୋୟୀ। ତାଙ୍କ ଘର ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା...

ଦୋଷୀଙ୍କ ମୁକ୍ତି ସପକ୍ଷରେ ଷ୍ଟାଲିନ୍‌

ଚେନ୍ନାଇ, ୧୪ା୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଦଣ୍ଡାଦେଶ ଭୋଗୁଥିବା ୨ ଜଣ ବନ୍ଦୀଙ୍କ ପିଟିଶନକୁ ତାମିଲନାଡ଼ୁର...

ଟୁଇଟର ବନ୍ଦ କଲା ୯୭ ପ୍ରତିଶତ ଆକାଉଣ୍ଟ

ନୂଆଦିଲ୍ଲୀ,୧୨ ।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାତାର ଚାପ ପଡିବା ପରେ ମାଇକ୍ରୋବ୍ଲଗିଙ୍ଗ ସାଇଟ୍ ଟୁଇଟର ପାଖାପାଖି ୯୭ ପ୍ରତିଶତ ଆକାଉଣ୍ଟକୁ ବନ୍ଦ କରି ଦେଇଥିବା...

ନୀରଜ ଚୋପ୍ରାଙ୍କୁ ବଡ଼ ଉପହାର ଦେବେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୮।୮: ଟୋକିଓ ଅଲିମ୍ପିକ ଗେମ୍ସରେ ଜାଭେଲିନ ଥ୍ରୋ ଭାରତର ନୀରଜ ଚୋପ୍ରା ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସମଗ୍ର ଭାରତରେ ଏହାକୁ ଖୁସିର ଲହରୀ...

Advertisement
Archives

Model This Week