ଡରାଇଲାଣି କରୋନା: ଥଣ୍ଡା, ଜ୍ୱର କାଶ ହେଲେ ଟେଷ୍ଟ କରନ୍ତୁ

ଭୁବନେଶ୍ୱର,୧୯।୧୨: ପୁଣି ଥରେ କରୋନା ଚିନ୍ତା ବଢ଼ାଇଲାଣି । କରୋନାର ସବ୍‌ଭ୍ୟାରିଏଣ୍ଟ ଜେଏନ୍‌ ୧ କର୍ନାଟକ ଓ କେରଳରେ ଠାବ ହେବା ପରେ ପୁଣି ଭୟ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି ।
ଏଯାବତ କର୍ନାଟକ ଓ କେରଳରେ ୨ ଜଣଙ୍କ ମୃତ୍ୟୁ ଘଟିଲାଣି। ତେଣୁ ଏହାକୁ ଅତି ଗୁରୁତର ସହ ଗ୍ରହଣ କରିଛନ୍ତି ରାଜ୍ୟ ସରକାର।
ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଯେଉଁ ନୂଆ ଭାରିଏଣ୍ଟ କଥା କୁହାଯାଉଛି ତାହା ନ୍ୟାଚୁରାଲ । ନୂଆ ଭାରିଏଣ୍ଟ ଚିହ୍ନଟ ହେଲେ ଜିନମ ସିକ୍ୟୁଏନ୍ସ ପାଇଁ ପଠାଯିବ । କେନ୍ଦ୍ର ଗାଇଡଲାଇନ ଅନୁସାରେ ଆମେ ପ୍ରସ୍ତୁତ ଅଛୁ । ଆବଶ୍ୟକ ହେଲେ ରାଜ୍ୟ ଗାଇଡଲାଇନ ଜାରି କରିପାରୁ। ଥଣ୍ଡା, ଜ୍ୱର କାଶ ହେଲେ ଆପେଆପେ ଆସି ଟେଷ୍ଟ କରି ନିଅନ୍ତୁ। ଗହଳି ସ୍ତାନରୁ ନିଜକୁ ଦୂରାଇ ରଖନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri