ସଂଘାଇ ପରେ ଏବେ ବେଜିଂ ପାଳି: ହେବ ଲକ୍‌ଡାଉନ

ବେଜିଂ,୫।୫: ଗୋଟିଏ ପଟେ ସାରା ବିଶ୍ୱରେ ଯେଉଁଠି କରୋନା ନିୟନ୍ତ୍ରଣରେ ଆସୁଥିବା ବେଳେ କିନ୍ତୁ ଏନ୍ତୁଡିଶାଳ କୁହାଯାଉଥିବା ଚାଇନାର ସ୍ଥିତି ଏବେ ଅଣାୟତ୍ତ ହେବାରେ ଲାଗିଛି। ଚାଇନାର ସଂଘାଇ ପରେ ଏବେ ରାଜଧାନୀ ବେଜିଂରେ କରୋନା ପ୍ରକୋପ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ବେଜିଂର ସ୍କୁଲ, ରେଷ୍ଟୁରାଣ୍ଟ, ବ୍ୟବସାୟ ବ୍ୟତୀତ ଅନେକ ମେଟ୍ରୋ ଷ୍ଟେସନ୍‌କୁ ବନ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେବଳ ସେତିକି ନୁହେଁ, ଲୋକଙ୍କୁ ଓ୍ବାର୍କ ଫ୍ରମ୍‌ ହୋମ୍‌ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଫଳରେ କରୋନା କବଳରୁ ଲୋକମାନେ ବର୍ତ୍ତିପାରିବେ। ଅନ୍ୟପଟେ ବେଜିଂରେ ଜିରୋ କୋଭିଡ ନୀତିି ଆଧାରରେ ବ୍ୟାପକ ପରୀକ୍ଷଣ କରାଯାଉଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ ଭଳି ପ୍ରତିବନ୍ଧକ ମଧ୍ୟ ଲାଗୁ କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବେଜିଂରେ ୫୦ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ବେଜିଂର ଚ୍ୟାଙ୍ଗ ଓ ଟୋଙ୍ଗଝାଉ ଜିଲାରେ ଲୋକଙ୍କୁ ଓ୍ବାର୍କ ଫ୍ରମ୍‌ ହୋମ୍‌ କରିବାକୁ ପରାମର୍ଶ ଦିଆଯାଇଛି। ଚ୍ୟାଙ୍ଗ ଜିଲାରେ ପ୍ରାୟ ୩୫ଲକ୍ଷ ଲୋକ ବାସ କରୁଥିବା ବେଳେ ସେମାନଙ୍କୁ ଭିଡ଼ରୁ ଦୂରେଇ ରହିବାକୁ କୁହାଯାଇଛି। ସେହିପରି ଟୋଙ୍ଗଝାଉରେ ଅନେକ ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ୪ ଭୁଲ୍‌: କରୋନା ସମ୍ପର୍କରେ ପୂର୍ବରୁ ମିଳିଥିଲେ ସୂଚନା ପୃଥିବୀରେ ସଂକ୍ରମଣ ୯୫ ପ୍ରତିଶତ ହୋଇଥାନ୍ତା କମ୍‌

ଓ୍ବାଶିଂଟନ,୭।୪: ଦିନକୁ ଦିନ ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ସମସ୍ତ ଉଦ୍ୟମ ଅସଫଳ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀର ପ୍ରାୟ...

ପୁଣି ମିଛ କହିଲେ ଟ୍ରମ୍ପ୍‌: ଜର୍ଜିଆରେ ବିଜୟୀ ହେବାର ମିଥ୍ୟା ଦାବି କଲେ

ଓ୍ବାଶିଂଟନ,୬।୧୨: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ନେଇ ଏବେ ବି କାଦୁଆ ଫିଙ୍ଗା ଜାରି ରହିଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ମିଛ କହିଛନ୍ତି।...

କାବୁଲରେ ତାଲିବାନର ବିଜୟ ଉତ୍ସବ: ଟ୍ରକରେ ବନ୍ଧୁକ ସହ ତାଲିବାନ ନେତାଙ୍କ ଶୋଭାଯାତ୍ରା

କାବୁଲ,୧୬।୮: ଆଫଗାନିସ୍ତାନରେ ତାଲିବାନ ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯାଇଛି। ଏହି ଅବସରରେ ରାଜଧାନୀ କାବୁଲର ଭାରତୀୟ ଦୂତାବାସ ନିକଟସ୍ଥ ଗ୍ରୀନ ଜୋନ୍‌ର...

ଭାରତୀୟଙ୍କୁ ଭାଗ୍ୟବାନ ବୋଲି କହିଲେ ଆମେରିକା ଡାକ୍ତର

ଓ୍ବାଶିଂଟନ,୧୮।୪: ଆମେରିକାର ନ୍ୟୁଜର୍ସିରେ ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଭାରତୀୟ ଡାକ୍ତର କ୍ରିତି ଅଗ୍ରଓ୍ବାଲ କୁହନ୍ତି ପ୍ରତିଦିନ ସେ ଚିକିତ୍ସା କରୁଥିବା ହସ୍ପିଟାଲରେ ଶହ...

ହୋଇପାରିଲାନି ସାମୁଦ୍ରିକ ଜୀବନ ରକ୍ଷା ଚୁକ୍ତିନାମା

ଜାତିସଂଘ, ୨୮ା୮: ସାମୁଦ୍ରିକ ଜୀବନ ରକ୍ଷା ନିମନ୍ତେ ଜାତିସଂଘ ପକ୍ଷରୁ ପ୍ରସ୍ତୁତ ଏକ ଚୁକ୍ତିନାମାକୁ ଚୂଡ଼ାନ୍ତ କରିବାରେ ବିଭିନ୍ନ ରାଷ୍ଟ୍ରର କୂଟନୀତିଜ୍ଞମାନେ ବିଫଳ ହୋଇଛନ୍ତି। ୨...

ଉହାନ ଲ୍ୟାବର କରୋନା ଲିଙ୍କ୍‌ ଯାଞ୍ଚ: ବିଲ୍‌ରେ ଦସ୍ତଖତ କଲେ ବାଇଡେନ…

ଓ୍ବାଶିଂଟନ,୨୧।୩ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଉହାନ ଲ୍ୟାବର କରୋନା ଲିଙ୍କ୍‌ ଯାଞ୍ଚ ବିଲରେ ଦସ୍ତଖତ କରିଛନ୍ତି। ବାଇଡେନ ଏକ ବିବୃତ୍ତିରେ କହିଛନ୍ତି ଯେ...

ମାସ୍କ, ଔଷଧ ଯୋଗାଇବାକୁ ଭାରତକୁ ନେତାନ୍ୟାହୁଙ୍କ ଅନୁରୋଧ

ଜେରୁଜେଲମ୍‌, ୧୫।୩(ପି.ଟି.): ବିଶ୍ୱବ୍ୟାପୀ କରୋନା ଯନ୍ତ୍ରଣା ବଢ଼ିଚାଲିଥିବା ବେଳେ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେନ୍‌ୟାମିନ୍‌ ନେତାନ୍ୟାହୁ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରି ମାସ୍କ ଏବଂ...

୧୩ ବର୍ଷ ନାବାଳକଙ୍କ ଦ୍ୱାରା ଗର୍ଭବତୀ ହେଲେ ୩୧ ବର୍ଷ ବୟସ୍କା ମହିଳା…

ଓ୍ବାଶିଂଟନ,୫।୩ : ଆମେରିକାର କଲୋରାଡୋ ରାଜ୍ୟର ଜଣେ ମହିଳା ସ୍ବୀକାର କରିଛନ୍ତି ଯେ ତାଙ୍କର ୧୩ ବର୍ଷ ବୟସ୍କ ନାବାଳକଙ୍କ ସହିତ ଶାରୀରିକ ସମ୍ପର୍କ ଅଛି।...

Advertisement
Archives

Model This Week