Posted inଜାତୀୟ

୭ ମାସ ପରେ ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ଲକ୍ଷେ ଟପିଲା

ନୂଆଦିଲ୍ଲୀ,୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୧୭ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଅର୍ଥାତ୍‌ ୨୦ ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଗୁଣ ବୃଦ୍ଧି ପାଇଛି। ଏହାପୂର୍ବରୁ ଜୁନ୍‌ ୬ରେ ୧ ଲକ୍ଷରୁ ଅଧିକ ଆକ୍ରାନ୍ତ ଆସିଥିଲେ। ଡିସେମ୍ବର ୨୮ରେ କେବଳ ଛଅ ହଜାର ମାମଲା ଚିହ୍ନଟ ହୋଇଥିଲା। ଏହା ସହିତ ମୁମ୍ବାଇ ଏବଂ ଦିଲ୍ଲୀ ପରେ ଏବେ ୟୁପିରେ ସଂକ୍ରମଣର ଗତି ମଧ୍ୟ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୦୦ରୁ ଅଧିକ ରୋଗୀ ଏଠାକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ଶସ୍ତା ହୋଇଯିବ ତେଲ: ଯୁଦ୍ଧ ମଧ୍ୟରେ ସାରା ବିଶ୍ୱକୁ ମିଳିବ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୦।୩: ସାଧାରଣ ଜନତାଙ୍କୁ ଖୁବ୍‌ଶୀଘ୍ର ମିଳିବ ବଡ଼ ଆଶ୍ୱସ୍ତି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଖୁବ ଶୀଘ୍ର ହ୍ରାସ ପାଇପାରେ। ରିପୋର୍ଟ ଅନୁଯାୟୀ, ଆମେରିକା ଖୁବ…

ଯୁଦ୍ଧରେ ଫସିଗଲା ଆମେରିକା: ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଲା ସଂଘର୍ଷ

ଓ୍ବାଶିଂଟନ୍‌,୨୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ୨୦ ଦିନ ଧରି ଚାଲିଥିବା…

‘୫ବର୍ଷ ପାଇଁ ଭାରତର ଗ୍ୟାସ ଯୋଗାଣ ଉପରେ ପ୍ରଭାବ…’ LNG ପ୍ଲାଣ୍ଟ ନଷ୍ଟ ହେବା ପରେ କାତାରର ବଡ଼ ବୟାନ

ନୂଆଦିଲ୍ଲୀ,୨୦।୩: କାତାର ଏନର୍ଜିର ସିଇଓ ଏବଂ ଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସାଦ ଅଲ-କାବି କହିଛନ୍ତି ଯେ ଇରାନ ଆକ୍ରମଣ କାତାରର ପ୍ରାୟ ୧୭ ପ୍ରତିଶତ ଏଲଏନଜି ରପ୍ତାନି…

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri