Posted inଜାତୀୟ

୭ ମାସ ପରେ ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ଲକ୍ଷେ ଟପିଲା

ନୂଆଦିଲ୍ଲୀ,୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୧୭ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଅର୍ଥାତ୍‌ ୨୦ ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଗୁଣ ବୃଦ୍ଧି ପାଇଛି। ଏହାପୂର୍ବରୁ ଜୁନ୍‌ ୬ରେ ୧ ଲକ୍ଷରୁ ଅଧିକ ଆକ୍ରାନ୍ତ ଆସିଥିଲେ। ଡିସେମ୍ବର ୨୮ରେ କେବଳ ଛଅ ହଜାର ମାମଲା ଚିହ୍ନଟ ହୋଇଥିଲା। ଏହା ସହିତ ମୁମ୍ବାଇ ଏବଂ ଦିଲ୍ଲୀ ପରେ ଏବେ ୟୁପିରେ ସଂକ୍ରମଣର ଗତି ମଧ୍ୟ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୦୦ରୁ ଅଧିକ ରୋଗୀ ଏଠାକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ୍‌ ସରକାରକୁ ହଟାଇପାରିବ ଟିଏମ୍‌ସି: ମମତା

ଅଗରତାଲା,୮।୨(ପି.ଟି.): ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏକମାତ୍ର ଦଳ ଯିଏ ଭାଜପାର ଡବଲ ଇଞ୍ଜିନ୍‌ ସରକାରକୁ ହଟାଇପାରିବ ଏବଂ ଦେଶବାସୀଙ୍କୁ ଭାଜପାର ବିକଳ୍ପ ଦେବ ବୋଲି ପଶ୍ଚିମବଙ୍ଗ...

ଲଖିମପୁର ମାମଲାର ଶୁଣାଣି ମନ୍ଥର ନୁହେଁ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୩ : କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କୁ ଲଖିମପୁର ଖେରୀର ଟିକୁନିଆ ହିଂସା ମାମଲାରେ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ...

କମିଲା ପେଟ୍ରୋଲ-ଡିଜେଲ ଦାମ୍‌, ଯୋଗୀଙ୍କ ଦୀପାବଳି ଉପହାର…

ଲକ୍ଷ୍ନୌ,୪।୧୧: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟବାସୀଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଚାଇନାରେ ଆତଙ୍କ...

ହେଭି ଡ୍ରପ୍‌ ସିଷ୍ଟମର ସଫଳ ପରୀକ୍ଷଣ କଲା ବାୟୁସେନା

ନୂଆଦିଲ୍ଲୀ,୧୯।୮: ପ୍ରତିରକ୍ଷା ନିର୍ମାଣରେ ମେକ ଇନ ଇଣ୍ଡିଆ ଅଧୀନରେ ଦେଶ ବଡ ସଫଳତା ହାସଲ କରିଛି। ବାୟୁସେନା ହେବି ଡ୍ରପ୍‌ ସିଷ୍ଟମର ସଫଳ ପରୀକ୍ଷଣ କରିଥିବା...

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨

ନୂଆଦିଲ୍ଲୀ,୧୫ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଶନିବାର ୧୦୨କୁ ବୃଦ୍ଧି ପାଇଥିବା ଜଣାପଡିଛି। କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୭ ଜଣ ସୁସ୍ଥ ହେବା ପରେ...

କେଁ ପୂରାଇଲେ ଦିଗ୍‌ବିଜୟ

ନୂଆଦିଲ୍ଲୀ, ୨୨ା୯: କଂଗ୍ରେସର ପୁରୁଖା ନେତାମାନେ ଗାନ୍ଧୀ ପରିବାର ପ୍ରେମରେ ଅନ୍ଧ ନ ହେଲେ ଦୀପାବଳି ସୁଦ୍ଧା ଦଳକୁ ନୂଆ ଅଧ୍ୟକ୍ଷ ମିଳିବେ। କଂଗ୍ରେସର ଆଭ୍ୟନ୍ତରୀଣ...

ତାମିଲନାଡୁ ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ

ବିରୁଧନଗର,୧୨ ।୨: ତାମିଲନାଡୁର ବିରୁଧନଗରରେ ଥିବା ଏକ ବାଣ କାରଖାନାରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବା...

Advertisement
Archives

Model This Week