ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୪୫୬ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩,୬୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨,୦୯୮ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୧,୫୫୨ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୬୦୪ ଓ କଟକରୁୁ ୪୮୫ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୧୧୨, ବାଲେଶ୍ୱର ୨୭୮, ବରଗଡ଼ ୪୫, ଭଦ୍ରକ ୧୭୦, ବଲାଙ୍ଗୀର ୧୬, ବୌଦ୍ଧ ୪୧, ଦେବଗଡ଼ ୪, ଢ଼େଙ୍କାନାଳ ୧୧୦, ଗଜପତି ୮, ଗଞ୍ଜାମ ୧୪, ଜଗତସିଂହପୁର ୧୩୮, ଯାଜପୁର ୩୩୨, ଝାରସୁଗୁଡ଼ା ୮, କଳାହାଣ୍ଡି ୨୩, କନ୍ଧମାଳ ୨୬, କେନ୍ଦ୍ରାପଡ଼ା ୧୦୬, କେନ୍ଦୁଝର ୬୮, କୋରାପୁଟ ୧୦୪, ମାଲକାନଗିରି ୬୭, ମୟୁରଭଞ୍ଜ ୧୪୫, ନବରଙ୍ଗପୁର ୬୯, ନୟାଗଡ଼ ୧୨୨, ନୂଆପଡ଼ା ୧୦, ପୁରୀ ୧୮୭, ରାୟଗଡ଼ା ୧୦୬, ସମ୍ବଲପୁର ୩୫, ସୁବର୍ଣ୍ଣପୁର ୨୨, ସୁନ୍ଦରଗଡ଼ ୧୦୬ ଓ ଷ୍ଟେଟ ପୁଲରୁ ୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୦,୫୯୬ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୫୩,୦୧୨ଜଣ ସୁସ୍ଥ ହୋଇଥିବା ବେଳେ ୩୩,୭୭୦ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri