ଏହି ବିଭାଗ ଡାକ୍ତରଙ୍କୁ କରୋନା ଭୟ ଅଧିକ, ଗାଇଡ୍‌ଲାଇନ୍‌ ଜାରି କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଓ୍ବାଶିଟନ୍‌,୧୭ା୮: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଡାକ୍ତରମାନେ ରାତିଦିନ ଏକ କରି କରୋନା ରୋଗୀଙ୍କୁ ସେବା ଯୋଗାଇ ଆସୁଛନ୍ତି। ଏପରିକି କରୋନା ରୋଗୀଙ୍କ ସେବା କରୁ କରୁ ଅନେକ ଡାକ୍ତର ମଧ୍ୟ ଏହି ମହାମାରୀରେ ମୃତ୍ୟୁବରଣ କରିଛନ୍ତି। ଏଭଳି ପରିସ୍ଥିତିରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦାନ୍ତ ଚିକିତ୍ସା କରୁଥିବା ଡାକ୍ତରମାନଙ୍କୁ ବିଶେଷ ସତର୍କ ରହିବାକୁ ପରାମର୍ଶ ଦେଇଛି।

ରୁଟିନ ସ୍କ୍ରିନିଂରୁ ଦୂରେଇ ରହିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଡାକ୍ତରମାନଙ୍କୁ ନିବେଦନ କରିଛି। ସଂଗଠନ କହିଛି ଯେ, କରୋନା ମହାମାରୀ ସମୟରେ ଦାନ୍ତ ଡାକ୍ତରମାନେ ମଧ୍ୟ ବିପଦରେ ଅଛନ୍ତି। ଏଥିପାଇଁ ଏକ ଗାଇଡ୍‌ଲାଇନ ମଧ୍ୟ ପ୍ରକାଶ ପାଇଛି।

ଡାକ୍ତରମାନଙ୍କୁ ଦିଆଯାଇଥିବା ଗାଇଡ୍‌ଲାଇନରେ କୁହାଯାଇଛି ଯେ, ସେମାନେ ରୋଗୀମାନଙ୍କର ନିତ୍ୟ ବ୍ୟବହାର୍ଯ୍ୟ ଯାଞ୍ଚରୁ ଦୂରେଇ ରହିବା ଉଚିତ୍‌। କରୋନା ରୋଗ ହ୍ରାସ ନ ହେବା ପର୍ଯ୍ୟନ୍ତ, ସେମାନେ ମୌଖିକ ଚିକିତ୍ସା କରି ଦୂରତା ରଖିବା ଉଚିତ୍‌।

କେବଳ ଏତିକି ନୁହେଁ, ନିର୍ଦ୍ଦେଶାବଳୀରେ କୁହାଯାଇଛି ଯେ, ଯଦି କୌଣସି ରୋଗୀର ଜରୁରିକାଳୀନ ପରିସ୍ଥିତି ଥାଏ, ତେବେ କେବଳ ଫୋନ କିମ୍ବା ଭିଡିଓ କନଫରେନ୍ସିଂ ମାଧ୍ୟମରେ ପରାମର୍ଶ ଦେବା ଉଚିତ୍‌। କାରଣ ରୋଗୀଙ୍କ ଲାଳରେ ଥିବା ଜୀବାଣୁ ଦ୍ୱାରା ସଂକ୍ରମଣ ଆଶଙ୍କା ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?