Posted inଜାତୀୟ

ଶିକ୍ଷକଙ୍କଠାରୁ ୧୪ ଛାତ୍ରୀଛାତ୍ରଙ୍କୁ ବ୍ୟାପିଲା କରୋନା ସଂକ୍ରମଣ

ହାଇଦ୍ରାବାଦ୍‌, ୩।୧୦: ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ୭ ଲକ୍ଷରୁ ଅଧିକ ରହିଛି। ସ୍ଥାନୀୟ ଗୁଣ୍ଟୁର ଜିଲାରେ ଜଣେ କରୋନା ପଜିଟିଭ୍‌ ଶିକ୍ଷକଙ୍କଠାରୁ ୧୪ ଜଣ ଛାତ୍ରୀଛାତ୍ର ସଂକ୍ରମିତ ହୋଇଛନ୍ତି। ଛାତ୍ରୀଛାତ୍ରମାନେ ଶିକ୍ଷକଙ୍କ ପାଖକୁ ଟ୍ୟୁସନ ହେବାକୁ ଯାଉଥିଲେ। ସମସ୍ତ ଛାତ୍ରୀଛାତ୍ରଙ୍କ ବୟସ ୮ରୁ ୧୨ ବର୍ଷ ମଧ୍ୟରେ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କେତେକ ଛାତ୍ରୀଛାତ୍ରଙ୍କ ପରିବାର ସଦସ୍ୟ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଭାତଲୁରୁ ଗାଁର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ସେଶୁ କୁମାର କହିଛନ୍ତି। ଇତିମଧ୍ୟରେ ଗାଁର ୨୫୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩୯ ଜଣଙ୍କର ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତିରୁମାଲା ତିରୁପତି ଦେବସ୍ଥାନମ ମନ୍ଦିରର ସମ୍ପତ୍ତି ରିପୋର୍ଟ: ବ୍ୟାଙ୍କରେ ୧୪୦୦୦ କୋଟି-୧୪ ଟନ୍‌ ସୁନା-୭,୧୨୩ ଏକର ଜମି…

ତିରୁପତି, ୨୫।୯ : ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ପୂଜା ସ୍ଥଳ ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି) ଘୋଷଣା କରିଛି ଯେ ଏହାର ସମଗ୍ର ଦେଶରେ...

ସ୍ବଚ୍ଛତା ଅଭିଯାନ ଜନକଙ୍କୁ ଭୁଲି ଗଲେ ମୋଦି ସରକାର

ମୁମ୍ବାଇ,୩।୧୦: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କ୍ଷମତାକୁ ଆସିବା ପରେ ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି। ତେବେ କେନ୍ଦ୍ର ସରକାର ସ୍ବଚ୍ଛତା ଅଭିଯାନ...

ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ

କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍‌-୧୯...

ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ: ହିନ୍ଦୁ, ମୁସ୍‌ଲିମ ରୋଗୀଙ୍କ ପାଇଁ ଅଲଗା ଓ୍ବାର୍ଡ

ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ୍‌ ରୋଗୀଙ୍କୁ ଚିକିତ୍ସା କରାଯାଉଥିବା ଗୁଜରାଟର ଏକ ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ ଦେଖିବାକୁ ମିଳିଛି। ଏହି ବୈଷମ୍ୟପୂର୍ଣ୍ଣ ବିଷୟ ସାମ୍ନାକୁ ଆସିବା...

୧୯୯୩ ନିର୍ଦ୍ଦେଶର ପୁନର୍ବିଚାର କରିବେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ୧୯୯୩ରେ ସୁପ୍ରିମକୋର୍ଟଙ୍କ ୯ ଜଣିଆ ପୀଠ ବିଚାରପତିମାନଙ୍କ ନିଯୁକ୍ତି ଲାଗି କଲେଜିୟମ୍‌ ବ୍ୟବସ୍ଥା ଲାଗୁକରିବାକୁ ରାୟ ଦେଇଥିଲେ। ଉକ୍ତ ନିର୍ଦ୍ଦେଶନାମାର ପୁନର୍ବିଚାର କରିବାକୁ ସର୍ବୋଚ୍ଚ...

ବନ୍ଦ ହେଲା ଇ-ସିଗାରେଟ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଇ-ସିଗାରେଟକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଇ-ସିଗାରେଟ ପ୍ରଡକ୍ସନ ଓ ଷ୍ଟୋରେଜ...

ବିଦେଶ ଯାତ୍ରା କରିପାରିବେ ରବର୍ଟ

ନୂଆଦିଲ୍ଲୀ,୯।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ବିଦେଶ ଯାତ୍ରା କରିବାକୁ ଦିଲ୍ଲୀର ଏକ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ସେ...

ଡିସେମ୍ବର ୩୦ରେ ହେବ କୃଷକ ନେତା-ସରକାରଙ୍କ ମଧ୍ୟରେ କଥାବାର୍ତ୍ତା!

ନୂଆଦିଲ୍ଲୀ,୨୮ ।୧୨: କେନ୍ଦ୍ର ସରକାଙ୍କର କୃଷି ଆଇନକୁ ବିରୋଧ କରି କୃଷକଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ଏବେ ଏହା ୩୩ ଦିନରେ ପହଞ୍ଚିଲାଣି ।...

Advertisement
Archives

Model This Week