CORONAVIRUS UPDATE: ରାଜ୍ୟରେ ଆଉ ୧୨୯ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ସେଥିରୁ ମୋଟ ଆକ୍ଟିଭ୍‌ କେସ୍‌ ୮୮୯ ଥିବା ବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୭ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri