CORONAVIRUS UPDATE: ରାଜ୍ୟରେ ଆଉ ୧୨୯ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ସେଥିରୁ ମୋଟ ଆକ୍ଟିଭ୍‌ କେସ୍‌ ୮୮୯ ଥିବା ବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୭ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri