କରୋନା ଯୋଦ୍ଧା ଏଏସ୍‌ଆଇଙ୍କର କରୋନାରେ ମୃତ୍ୟୁ: ଗାର୍ଡ ଅଫ୍‌ ଅନର ଦେଲା ଗଞ୍ଜାମ ପୋଲିସ

ଛତ୍ରପୁର, ୪।୮(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ତାରସିଂ ଥାନାର କରୋନା ଯୋଦ୍ଧା ଏଏସ୍‌ଆଇ ଶିବରାମ ଦାଶଙ୍କର ସୋମବାର କରୋନାରେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଛତ୍ରପୁର ଠାରେ ତାଙ୍କର ପାର୍ଥିବ ଶରୀରକୁ ପୋଲିସ ପକ୍ଷରୁ ଗାର୍ଡ ଅଫ୍‌ ଅନର ଦିଆଯାଇଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ଉପସ୍ଥିତିରେ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ମୃତ ଏଏସ୍‌ଆଇଙ୍କ ଘର ଛତ୍ରପୁର ବ୍ଲକ ପୋଡ଼ପଦର ଗାଁରେ। ସ୍ଥାନୀୟ ସରପଞ୍ଚ ପିତାମ୍ବର ପଣ୍ଡା ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆମର ପୋଲିସ କରୋନା ଯୋଦ୍ଧାମାନେ ନିଜ ନିଜ ଡ୍ୟୁଟି କରିଆସୁଛନ୍ତି ବୋଲି ଏସ୍‌ପି କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ପୋଲିସରେ କାର୍ଯ୍ୟରତ ୨ ଏଏସ୍‌ଆଇ, ଜଣେ କନଷ୍ଟେବଳ, ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି। ଆଗାମୀ ଦିନରେ କରୋନା ହାରିବ ଏବଂ ଆମେ ଜିତିବୁ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri