କରୋନାର ଲଙ୍ଗ୍‌ ଜମ୍ପ୍‌: ଗୋଟିଏ ଦିନରେ ଲକ୍ଷେ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୮।୪: ଦେଶରେ କରୋନାର ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୨୬ ହଜାର ୭୮୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୬୮୫ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ପ୍ରଦାନ କରାଯାଇଛି। ଏଭଳି ଧାରା ଜାରି ରହିଲେ ଆଉ ୨ ଦିନ ପରେ ନୂଆ ଆକାନ୍ତଙ୍କ ସଂଖ୍ୟା ଦିନ ପିଛା ଦେଢ଼ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଚାଲିଯିବା ପରେ ଗୀତାଙ୍କ ଆଖିରେ ଲୁହ

ନୂଆଦିଲ୍ଲୀ, ୭।୮: ଦେଶର ପ୍ରଥମ ପୂର୍ଣ୍ଣକାଳୀନ ମହିଳା ବହିର୍ବ୍ୟାପାର ମନ୍ତ୍ରୀ ଥିବା ସୁଷମା ସ୍ବରାଜ ନିଜ କାର୍ଯ୍ୟକାଳ ଏମିତି କିଛି କାମ କରିଛନ୍ତି, ଯାହାକୁ ଲୋକେ...

କେମିକାଲ ଫ୍ୟାକ୍ଟ୍ରିରେ ପ୍ରଚଣ୍ଡ ବିସ୍ଫୋରଣ

ମୁମ୍ବାଇ,୨୦।୩: ମହାରାଷ୍ଟ୍ରର ରତ୍ନଗିରିଠାରେ ଏକ କେମିକାଲ ଫ୍ୟାକ୍ଟ୍ରିରେ ଶନିବାର ପୂର୍ବାହ୍ନ ୮ଟା ୩୦ରେ ପ୍ରଚଣ୍ଡ ବିସ୍ପୋରଣ ହୋଇଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଫ୍ୟାକ୍ଟ୍ରି...

CORONAVIRUS UPDATE: ରାଜ୍ୟରେ ପୁଣି ୯୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯୬ କରୋନା ପଜିଟିଭ ଚିହ୍ନଟ ହୋିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ତେବେ...

ପଶ୍ଚିମବଙ୍ଗରେ ଲଢି ଜିତନ୍ତୁ ଅମିତ ଶାହା, ତାଙ୍କୁ ରାଜ୍ୟର ଗୃହ ମନ୍ତ୍ରୀ କରିଦେବି: ମମତା

କୋଲକାତା,୧୨।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଦେଖାଦେଇଛି। ଖାସ୍‌ ଭାବେ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟ ବାକ୍‌ଯୁଦ୍ଧ ଲାଗି ରହିଛି। ନିକଟରେ...

ରାୟକୁ ସ୍ବାଗତ, ହଟିବୁ ନାହିଁ

ନୂଆଦିଲ୍ଲୀ,୧୩ା୧: ସୁପ୍ରିମକୋର୍ଟ କୃଷି ଆଇନ ଉପରେ ମଙ୍ଗଳବାର ସ୍ଥଗିତାଦେଶ ଜାରି କରି ଦେଇଥିବା ରାୟକୁ କୃଷକ ସଙ୍ଗଠନଗୁଡ଼ିକ ସ୍ବାଗତ କରିଛନ୍ତି। ତେବେ ସମ୍ପୂର୍ଣ୍ଣ ଆଇନକୁ ପ୍ରତ୍ୟାହାର...

‘ତିତଲି’ଠାରୁ ଭୟଙ୍କର ହେବ ‘ଫନୀ’

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୪: ବାତ୍ୟା ‘ଫନୀ’କୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଏହା ଓଡ଼ିଶା ଉପକୂଳର ପୁରୀଠାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶାର ଉପକୂଳ ଅଞ୍ଚଳ...

ଋତୁ ବଦଳିଲେ ବି ନଷ୍ଟ ହେବନି କରୋନା ଭୂତାଣୁ !

ଓ୍ବାଶିଂଟନ, ୨୩।୩: କରୋନା ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ଏହା କିପରି ବ୍ୟାପୁଛି ସେ ନେଇ ବହୁ ଗୁଜବ ମଧ୍ୟ...

୯,୩୯୪ କୋଟି ଠକେଇରେ ଟିଡିପି ନେତା

ହାଇଦ୍ରାବାଦ, ୨୨।୧୨: ଦେଶରେ ଗୋଟିଏ ପରେ ଗୋଟିଏ ବଡ଼ ବ୍ୟାଙ୍କ ଦୁର୍ନୀତି ପଦାକୁ ଆସିବାରେ ଲାଗିଛି। ବିଜୟ ମାଲ୍ୟା, ନୀରବ ମୋଦିଙ୍କ ପରେ ସବୁଠୁ ବଡ଼...

Advertisement

BGU

Archives

Model This Week

Why Dharitri