କରୋନାର ନୂଆ ସ୍ବରୂପ: ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୩।୧୨: କରୋନା ଭୂତାଣୁର ନୂଆ ସ୍ବରୂପ ନେଇ ଦିଲ୍ଲୀ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ବ୍ରିଟେନ୍‌ରୁ ଦିଲ୍ଲୀ ଫେରିଥିବା ଲୋକଙ୍କର ଯାଞ୍ଚ୍‌ କରାଯିବା ସହିତ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବା ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି। କେନ୍ଦ୍ର ସରକାର ନିଷ୍ପତ୍ତି ନେବା ପୂର୍ବରୁ ଦିଲ୍ଲୀରେ ବ୍ରିଟେନ୍‌ରୁ ବହୁ ଲୋକ ଆସି ସାରିଛନ୍ତି। ସେମାନଙ୍କଠାରୁ ଯେଭଳି ଅନ୍ୟମାନେ ସଂକ୍ରମିତ ନ ହୁଅନ୍ତି ସେଥିପ୍ରତି ରାଜ୍ୟ ସରକାର ବିଶେଷ ଦୃଷ୍ଟି ଦେବା ଆବଶ୍ୟକ ବୋଲି କୋର୍ଟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପ୍ରଚାରକୁ ନେଇ ଆସିଲା ନୂଆ ଗାଇଡଲାଇନ୍‌

ନୂଆଦିଲ୍ଲୀ,୩୧।୧: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ପ୍ରଚାର ପାଇଁ ନିର୍ବାଚନ ଆୟୋଗ ସୋମବାର ନୂତନ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଅନୁଯାୟୀ, ଫେବୃୟାରୀ...

କରୋନା ଯୋଦ୍ଧାଙ୍କ ପିଲା ପାଇବେ ଏମ୍‌ବିବିଏସ୍ ପାଠ୍ୟକ୍ରମରେ ସ୍ୱତନ୍ତ୍ର ସୁବିଧା: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ ଏକ ବଡ଼ ଘୋଷଣା କରିଛନ୍ତି ।...

କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍‌ଟା ଭାରିଆଣ୍ଟ

ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ...

ୟାସ୍‌ ପାଇଁ ୭୪ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୨ା୫: ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ପ୍ରାୟ ୭୪ ଟ୍ରେନ୍‌ ବାତିଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବତଟ ରେଳପଥ...

ହାଥରସ୍‌ ମାମଲା: ଦୋଷୀଙ୍କ ପ୍ରତି କଡ଼ା ଦଣ୍ଡବିଧାନ ପାଇଁ କହିଲେ ମୋଦି

ନୂଆଦିଲ୍ଲୀ, ୩୦।୯: ଉତ୍ତରପ୍ରଦେଶ ହାଥରସ୍‌ ଚନ୍ଦପାରେ ଘଟିଥିବା ଜଣେ ବାଳିକାଙ୍କ ଗଣ ବଳାତ୍କାର ମାମଲାରେ ଦୋଷୀଙ୍କ ପ୍ରତି କଡ଼ା ଦଣ୍ଡବିଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କରୋନା ପରେ ଏବେ ମହଙ୍ଗା ମାଡ଼: ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି ମଧ୍ୟବିତ୍ତ

ନୂଆଦିଲ୍ଲୀ,୩।୩: କରୋନା ମହାମାରୀ ପରେ ଏବେ ଦେଶରେ ସୃଷ୍ଟି ହୋଇଥିବା ମହଙ୍ଗା ମାଡ଼ ଯୋଗୁ ସଙ୍କଟ ଦେଖାଦେଇଛି। କରୋନା ଯୋଗୁ ବହୁ ଲୋକ ଚାକିରି ହରାଇ...

ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟିରୁ ଓହରିବା ପରେ ଭୁପିନ୍ଦର ସିଂଙ୍କୁ କାନାଡାରୁ ଧମକ

ନୂଆଦିଲ୍ଲୀ,୧୪।୧: ନୂଆ କୃଷି ଆଇନକୁ ନେଇ ସରକାର ଓ ଚାଷୀ ସଂଗଠନ ମଧ୍ୟରେ ଚାଲିଥିବା ଅଚଳାବସ୍ଥାର ସମାଧାନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟିରୁ ଓହରି...

ଚାଇନା, ପେଗାସସ୍‌, ଦରଦାମ୍‌ ପ୍ରସଙ୍ଗରେ ଘେରିବେ ବିରୋଧୀ

ନୂଆଦିଲ୍ଲୀ,୨୨।୧୧: ସପ୍ତାହେ ପରେ ସଂସଦର ଶୀତ ଅଧିବେଶନ। ଏହି ଅଧିବେଶନ ଚଳାଇବା କେନ୍ଦ୍ର ସରକାରଙ୍କ ପାଇଁ ସହଜ ହେବ ନାହିଁ। କାରଣ ବିରୋଧୀଙ୍କ ହାତରେ ଚାଇନାର...

Advertisement
Archives

Model This Week