କରୋନାର ତୃତୀୟ ଲହର: ସମସ୍ତ ସ୍କୁଲ କଲେଜ ବନ୍ଦ

ଟୋରଣ୍ଟୋ,୭।୪: କାନାଡ଼ାରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଟୋରଣ୍ଟୋରେ ଥିବା ସମସ୍ତ ସ୍କୁଲ କଲେଜକୁ ବନ୍ଦ କରାଯାଇଛି। ବୁଧବାରଠାରୁ ଟୋରଣ୍ଟୋ ବିଶ୍ୱବିଦ୍ୟାଳୟ ବନ୍ଦ ହୋଇଛି। ଚିକିତ୍ସା ଅଧିକାରୀ ଡାକ୍ତର ଏଲିନ୍‌ ଡେ ବିଲା କହିଛନ୍ତି ଯେ, କରୋନା ମହାମାରୀ ସଂକ୍ରମଣ ରୋକିବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣର ଆବଶ୍ୟକତା ରହିଛି। ଏହା ପୂର୍ବରୁ ଟୋରଣ୍ଟୋ ଏଭଳି ସଂକ୍ରମଣ ଘଟି ନ ଥିବା ସେ କହିଛନ୍ତି। କରୋନା ଭୁତାଣୁର ନୂଆ ଷ୍ଟ୍ରେନ୍‌ ୩ ଗୁଣା ଅଧିକ ବେଗରେ ବ୍ୟାପୁଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସ୍କୁଲ କଲେଜ ବନ୍ଦ କରାଯାଇ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରହିବ। ଏଠାରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାରରୁ ଅଧିକ ରହୁଥିବାରୁ ପ୍ରଶାସନ କରୋନା ମାର୍ଗଦର୍ଶିକା ପାଳନ ଉପରେ ଗୁରୁତ୍ୱାରୋପ କରିବା ସହିତ କଡ଼ା କଟକଣା ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଥଣ୍ଡା ଅବା କାଶକୁ ହେୟଜ୍ଞାନ କରନ୍ତୁ ନାହିଁ, ସମସ୍ତ ଅଙ୍ଗ ଅକାମୀ ହେବା ଆଶଙ୍କା, ଡବ୍ଲ୍ୟୁଏଚ୍‌ଓର ଚେତାବନୀ…

ଜେନେଭା, ୫।୧ : ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ସଙ୍କଟ ସୃଷ୍ଟି ହେବାରେ ଲାଗିଛି। ଓମିକ୍ରନ୍‌ ଭାରତ ସମେତ ପୃଥିବୀର ବହୁ...

ଡାକ୍ତରଙ୍କ ପ୍ରତି ହିଂସା ଅଗ୍ରହଣୀୟ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ସଂକ୍ରମଣରେ ବିଶ୍ୱ ଛଟପଟ। ସମଗ୍ର ଦେଶ ମଧ୍ୟ ଏହି ମହାମାରୀ ସହିତ ଲଢୁଛି। ଏହାକୁ ମୁକାବିଲା କରିବାରେ ଡାକ୍ତର, ନର୍ସ ଓ ପାରାମେଡିକାଲ...

ଆମେରିକାରେ କରୋନା କାଳ: କୃଷ୍ଣକାୟଙ୍କୁ ଦୋହରା ମାଡ଼

ଓ୍ବାଶିଂଟନ,୨୨ା୪ : ଆମେରିକାରେ କରୋନା ଭାଇରସ୍‌ ଏକ ବିଚିତ୍ର ରୋଗ ଭାବେ ଆବିର୍ଭୂତ, ଯହିଁରେ ଏକ ନିର୍ଦ୍ଦିଷ୍ଟ ବର୍ଣ୍ଣର ଲୋକେ ଅଧିକ ସଂକ୍ରମିତ ହେଉଛନ୍ତି। କୃଷ୍ଣକାୟଙ୍କଠାରେ...

ପିଲାଙ୍କୁ ଟିକା ଦେବାକୁ ଚାହୁଁଛନ୍ତି ୬୩ ପ୍ରତିଶତ ମାତାପିତା…

ନୂଆଦିଲ୍ଲୀ,୧୨।୯: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମୁଥିବାବେଳେ ତୃତୀୟ ଲହର ଆରମ୍ଭ ହୋଇଥିବା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଉଛି। ଏପରିସ୍ଥଳେ ଟିକାକରଣ...

ଦେଶ ଛାଡିଲେ ରାଷ୍ଟ୍ରପତି

କାବୁଲ,୧୫।୮: ଆଫଗାନିସ୍ତାନର ରାଷ୍ଟ୍ରପତି ଆସରଫ ଘାନି ରବିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପରେ ସେ ତାଙ୍କ ଟିମ୍‌ ସହ ଦେଶ ଛାଡି ତାଜାକିସ୍ତାନ ଚାଲିଯାଇଥିବା...

ବିଆର୍‌ଆଇ ଫୋରମ୍‌ରେ ଯୋଗଦେଲାନି ଭାରତ

ବେଜିଂ,୨୭ା୪(ଆଇଏଏନ୍‌ଏସ୍‌): ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି)କୁ ବିରୋଧ କରି ଭାରତ ଦ୍ୱିତୀୟ ଥର ଲାଗି ବେଜିଂର ବେଲ୍ଟ ଆଣ୍ଡ ରୋଡ୍‌ ଇନିସିଏଟିଭ୍‌ (ବିଆର୍‌ଆଇ) ଫୋରମ୍‌ରୁ ନିଜକୁ...

କାହିଁକି ସାନ ଭଉଣୀଙ୍କୁ ଶକ୍ତିଶାଳୀ କରିବାକୁ ଚାହୁଁଛନ୍ତି କିମ୍‌

ପ୍ୟୋଙ୍ଗୟାଙ୍ଗ,୨୧।୮: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ସାନ ଭଉଣୀ କିମ୍‌ ୟୋ ଜୋଙ୍ଗ ଦେଶର ଦ୍ୱିତୀୟ ଶକ୍ତିଶାଳୀ ନେତା ପାଲଟି ଯାଇଛନ୍ତି।...

ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର

ଷ୍ଟକହୋମ,୬ ।୧୦: ପଦାର୍ଥ ବିଜ୍ଞାନରେ ୨୦୨୦ ବର୍ଷ ପାଇଁ ୩ ଜଣଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରାଯିବ । ରୋଜର ପେନରୋଜ, ରିନହାର୍ଡ ଗେନଜେଲ ଓ...

Advertisement
Archives

Model This Week