କରୋନା ଚିକିତ୍ସାରେ ଖର୍ଚ୍ଚ ହେଲା ୪୦ ଲକ୍ଷ ଟଙ୍କା: ଶେଷରେ ଘଟିଲା ଏମିତି କିଛି…

ହାଇଦ୍ରାବାଦ, ୩୧।୭: କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଏଥିରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ କରୋନା ଚିକିତ୍ସା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ମୂଲ୍ୟ ନିର୍ଦ୍ଧାରିତ କରିସାରିଛନ୍ତି। ମାତ୍ର ବେସରକାରୀ ହସ୍ପିଟାଲଗୁଡିକରେ କରୋନା ରୋଗୀଙ୍କଠାରୁ ଅଧିକ ଟଙ୍କା ଆଦାୟ କରାଯାଉଛି। ଏମିତି ଏକ ଘଟଣା ହାଇଦ୍ରାବାଦର ଏକ ହସ୍ପିଟାଲରେ ଘଟିଥିବା ଜଣାପଡ଼ିଛି। ଏଠାରେ ଏକ ପରିବାର କରୋନା ଚିକିତ୍ସା ପାଇଁ ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଏହା ସତ୍ତ୍ୱେ ୩ ସଦସ୍ୟଙ୍କ ମୃତ୍ୟୁ ଘଟିଛି।
ହାଇଦ୍ରାବାଦର ସୋମାଜିଗୁଡ଼ର ଡେକନ ହସ୍ପିଟାଲରେ ସତ୍ୟନାରାୟଣ ରେଡ୍ଡିଙ୍କ ସମେତ ପରିବାରର ୩ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମାତ୍ର ଚିକିତ୍ସାଧୀନ ଅମସ୍ଥାରେ ୩ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଏ ନେଇ ପରିବାରଙ୍କ କହିବା କଥା ହେଲା, ୩ ସଦସ୍ୟଙ୍କ ଚିକିତ୍ସା ପାଇଁ ସେମାନେ ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିସାରିଛନ୍ତି। ମାତ୍ର ୩ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଯେତେବେଳେ ପରିବାର ଲୋକ ଆହୁରି ୮.୫ ଲକ୍ଷ ଟଙ୍କା ଦେବାକୁ ମନା କରିଦେଲେ, ହସ୍ପିଟାଲ ପ୍ରଶାସନ ରେଡ୍ଡିଙ୍କ ମୃତଦେହ ପରିବାରକୁ ଦେବାକୁ ମନା କରିଦେଇଥିଲା। ସ୍ଥାନୀୟ ଲୋକେ ଏହାର ବିରୋଧ କରିବା ପରେ ୨ ଲକ୍ଷ ଟଙ୍କା ଦେବା ପରେ ହସ୍ପିଟାଲ ପକ୍ଷରୁ ମୃତଦେହ ପରିବାରକୁ ହସ୍ତାନ୍ତର କରିଥିଲେ। ଏ ନେଇ ରେଡ୍ଡିଙ୍କ ପୁଅ ଉକ୍ତ ହସ୍ପିଟାଲ ଉପରେ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପରେ ବି ଏଏନ୍‌-୩୨ର ମିଳିନି ପତ୍ତା

ନୂଆଦିଲ୍ଲୀ,୫।୬: ନିଖୋଜ ଥିବା ବାୟୁସେନା ବିମାନ ଏଏନ୍‌-୩୨ ୪୮ ଘଣ୍ଟାରେ ବିତ୍ତିଯାଇଥିଲେ ମଧ୍ୟ ଏଯାଏଁ ପତ୍ତା ମିଳିପାର ନାହିଁ। ବିମାନ ନିଖୋଜ ହେବା ପରେ ଏହା...

ଭୁବନେଶ୍ୱରରୁ ଆଜି ପୁଣି ୨୧୩ ପଜିିଟିଭ୍‌ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍‌ ସଂଖ୍ୟା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ମୋଦିଙ୍କ ଉପରେ ୭୨ ପ୍ରତିଶତରୁ ଅଧିକଙ୍କର ଭରସା: ରାହୁଲଙ୍କ ଉପରେ ବିଶ୍ୱାସ କମିଛି

ନୂଆଦିଲ୍ଲୀ,୨୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଅଧିକ ଭାରତୀୟଙ୍କର ଭରସା ରହିଛି। ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ସର୍ଭେରେ ମୋଦି ପ୍ରତି...

ମୋଦିଙ୍କ ୨୦ ବର୍ଷର କ୍ଷମତା: କେବେ ମନୋଗ୍ରାମ ଶୁଟ୍ ପିନ୍ଧି ତ ପୁଣିକେବେ ନିର୍ବାଚନ ଚିହ୍ନରେ ସେଲ୍ଫି ନେଇ ଆସିଛନ୍ତି ଚର୍ଚ୍ଚାକୁ

ନୂଆଦିଲ୍ଲୀ, ୭ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାରେ ରହିବା ୨୦ ବର୍ଷ ପୂରଣ ହୋଇଛି । ପ୍ରଥମେ ସେ ୭ ଅକ୍ଟୋବର ୨୦୦୧ରେ ଗୁଜରାଟର...

ତାଲିକାରେ ନାମ ନ ଥିବାରୁ ପଦରୁ ଇସ୍ତଫା ଦେଲେ ସତ୍ୟପ୍ରକାଶ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ପଦ ନିର୍ବାଚନ ଦଳରେ ଏକ ନୂଆ ବିବାଦ ସୃଷ୍ଟି କରିଛି। ନିର୍ବାଚନରେ ମତଦାନ କରି ନ ପାରିବାକୁ...

୪ କୁକୁର ଛୁଆଙ୍କୁ କ୍ଷୀର ଦେଇ ପାଳୁଛି ଗାଈ

ବେଙ୍ଗାଲୁରୁ,୬।୧: ଆଜିକାଲି ମଣିଷ ଭିତରୁ ମାନବିକତା କମି କମି ଯାଉଛି। ମଣିଷ ଅପେକ୍ଷା ପଶୁଙ୍କଠାରେ ଅଧିକ ମାନବୀୟ ଗୁଣ ଦେଖିବାକୁ ମିଳୁଛି। କର୍ନାଟକର ୟାଦଗିର ଜିଲାର...

ଲକ୍‌ଡାଉନ୍‌ର ଫାଇଦା ଉଠାଉଛନ୍ତି ବ୍ୟବସାୟୀ: ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼

ବରଗଡ଼ ଅଫିସ,୨୫।୩: ମହାମାରୀ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ୨୧ଦିନ ପାଇଁ ହୋଇଥିବା ଏହି...

ପହଁରୁଛି ଠେକୁଆ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ...

Advertisement
Archives

Model This Week