ସାଂଘାଇ ପାଲଟିଲାଣି କରୋନାର ହଟସ୍ପଟ

ବେଜିଂ,୧୯ ।୪: ଚାଇନାକୁ ପୁଣିଥରେ ଫେଣିଲାଣି କରୋନା । ଗତ ୨୪ ଘଣ୍ଟାରେ ୨,୭୨୩ ନୂଆ ମାମଲା ସାମ୍ନାକୁ ଆସିଛି । ଏଥିମଧ୍ୟରୁ କେବଳ ସାଂଘାଇରେ ୨,୪୧୭ ଜଣ ସଂକ୍ରମିତ ରହିଥିବା ଜଣାପଡିଛି । ଏହି ସୂଚନା ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ଆୟୋଗ ଦେଇଛି । ସାଂଘାଇ ବ୍ୟତୀତ ଅନ୍ୟ ୧୫ ପ୍ରାନ୍ତିୟ ଅଞ୍ଚଳରେ କରୋନା ବ୍ୟାପୁଥିବା କୁହାଯାଉଛି । ଏଥିମଧ୍ୟରୁ ଜିଲିନର ଉତ୍ତରପୂର୍ବ ଅଞ୍ଚଳରେ ୧୧୬ ସଂକ୍ରମିତ ରହିଛନ୍ତି । ସମାଚାର ଏଜେନି ସିହ୍ନୁଆର ରିପୋର୍ଟ ଅନୁଯାୟୀ ସାଂଘାଇରେ ରବିବାର ସୁଦ୍ଧା ବିନା ଲକ୍ଷଣ ଥିବା ୧୯,୮୩୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେହପରି ରବିବାର ୧,୬୩୭ କରୋନା ସଂକ୍ରମିତ ସୁସ୍ଥ ହୋଇଯିବା ପରେ ସେମାନଙ୍କୁ ହସ୍ପିଟାଲରୁ ଛୁଟି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?