କରୋନା ସଂକ୍ରମଣ: ଦେଶରେ ୩୧.୬ ଲକ୍ଷ ଲୋକ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୧୭।୭: କରୋନା ସଂକ୍ରମଣ ବେଳକୁ ବେଳ ଉଗ୍ର ରୂପ ନେଉଥିବା ବେଳେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରି ସାରିଲାଣି। ଏହି ମାହାମାରୀକୁ ରୋକିବାକୁ ଏବେ ସାରା ଦେଶରେ ପାଖାପାଖି ୩୧.୬ ଲକ୍ଷ ଲୋକ କ୍ୱାରାଣ୍ଟାଇନରେ ରହିଥିବା ଜଣାପଡିଛି। ଉତ୍ତରପ୍ରଦେଶରେ ସବୁଠାରୁ ଅଧିକ ଲୋକ କ୍ୱାରାଣ୍ଟାଇନରେ ଥିବା କହିଛନ୍ତି ସରକାରୀ ଅଧିକାରୀ। ତେବେ ଉତ୍ତର ପ୍ରଦେଶରେ ୧୧ଲକ୍ଷରୁ ଅଧିକ ଓ ମହାରାଷ୍ଟ୍ରରେ ୭.୨୭ଲକ୍ଷ ଲୋକ କ୍ୱାରାଣ୍ଟାଇନରେ ଥିବା ଜଣାପଡିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସାରା ଦେଶରେ ପାଖାପାଖି ୩୧.୬ଲକ୍ଷ ଲୋକ କ୍ୱାରାଣ୍ଟାଇନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ସ୍ବେଚ୍ଛାସେବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବ୍ରହ୍ମପୁର,୨୬ା୨(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଶୀତଳାପଲ୍ଲୀସ୍ଥିତ ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ ପରିସରରେ ଗୁରୁବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଏବଂ…

ଆକ୍ସନ ମୋଡରେ ନୂଆ ଆଇଆଇସି, ଆସୁ ଆସୁ ରୋକଠୋକ କହିଲେ ଏଣିକି ବିନା ଅନୁମତିରେ…

ପୁରୁଷୋତ୍ତମପୁର,୨୬।୨( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ଥାନାଧିକାରୀ ଭାବେ କୁଳମଣି ସେଠୀ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ସେ ଆସିକା ଥାନାରେ କାର୍ଯ୍ୟରତ ଥିଲେ…

ବାହାଘର ପୂର୍ବରୁ ପୁଅକୁ ନେଇ ଏମିତି କହିଦେଲେ ସଚିନ: ବଢୁଛି ଚର୍ଚ୍ଚା

ମୁମ୍ବାଇ,୨୬।୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଅର୍ଜୁନଙ୍କ ବିବାହ ପୂର୍ବ ରୀତିନୀତି ଆରମ୍ଭ ହୋଇସାରିଛି…

ଫେବୃଆରୀ ଶେଷ ଦିନରେ ଅସ୍ତ ହେବେ ବୁଧ, ୪ ରାଶିର ବ୍ୟକ୍ତିଙ୍କୁ ମିଳିବ ଜବରଦସ୍ତ ଆର୍ଥିକ ଲାଭ

ବୁଧ ଗ୍ରହ ୨୮ ଫେବୃଆରୀ ୨୦୨୬ ରାତି ୧୦ଟା୦୯ ରେ କୁମ୍ଭ ରାଶିରେ ଅସ୍ତ ହେବ । ବୁଧଙ୍କ ଅସ୍ତ ଅନେକ ରାଶି ପାଇଁ ନକାରାତ୍ମକ ପ୍ରମାଣିତ…

ଟିମ ଇଣ୍ଡିଆକୁ ସେମିଫାଇନାଲରେ ପହଞ୍ଚାଇବେ ସଞ୍ଜୁ ସାମସନ? ଅଭିଷେକଙ୍କୁ ନେଇ ବଡ଼ କଥା କହିଦେଲେ ସେହୱାଗ

ନୂଆଦିଲ୍ଲୀ,୨୬।୨: ଗୁରୁବାର ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ପାଇଁ କର ବା ମର ମ୍ୟାଚ। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏକ ଲଜ୍ଜାଜନକ ପରାଜୟ ପରେ, ଶୀର୍ଷ…

୨୦୨୬ର ପ୍ରଥମ ଶକ୍ତିଶାଳୀ ବାତ୍ୟା ‘ହୋରାସିଓ’, ପାଣିପାଗ ବିଭାଗ କହିଲା ଏହା ଭାରତ ଉପରେ…

ନୂଆଦିଲ୍ଲୀ,୨୬ା୨: ବର୍ତ୍ତମାନ ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ତେଲଙ୍ଗାନା ରାଜ୍ୟଗୁଡ଼ିକରେ ବର୍ଷା ହେଉଛି। ଭାରତ ମହାସାଗରରେ ହୋରାସିଓ ନାମକ ଏକ ବଡ଼ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଥିବାରୁ ଲୋକମାନେ ଭୟଭୀତ…

ଜିମ୍ବାୱେ ବିପକ୍ଷ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖୁସି ଖବର, ସେମିଫାଇନାଲ ରାସ୍ତା ହେଲା ସହଜ!

ନୂଆଦିଲ୍ଲୀ,୨୬।୨: ଫେବୃଆରୀ ୨୬ ତାରିଖରେ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ ରେ ଭାରତ ଏବଂ ଜିମ୍ବାୱେ ମୁହାଁମୁହିଁ ହେବେ। ଏହା ଉଭୟ ଦଳ ପାଇଁ କର…

ବିପଦରେ ୫୦ ପିଲା! ସେବାଧାମ ଆଶ୍ରମରେ ୧୭ଙ୍କ ମୃତ୍ୟୁ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ…

ଭୋପାଳ,୨୬ା୨: ମଧ୍ୟପ୍ରଦେଶର ଉଜ୍ଜୟିନୀର ଅଙ୍କିତ ସେବାଧାମ ଆଶ୍ରମରେ ୧୭ ଜଣ ବିକଳାଙ୍ଗ ପିଲାଙ୍କ ମୃତ୍ୟୁ ମାମଲାରେ ଇନ୍ଦୋର ହାଇକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri