କରୋନା ସଂକ୍ରମଣ: ଦେଶରେ ୩୧.୬ ଲକ୍ଷ ଲୋକ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୧୭।୭: କରୋନା ସଂକ୍ରମଣ ବେଳକୁ ବେଳ ଉଗ୍ର ରୂପ ନେଉଥିବା ବେଳେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରି ସାରିଲାଣି। ଏହି ମାହାମାରୀକୁ ରୋକିବାକୁ ଏବେ ସାରା ଦେଶରେ ପାଖାପାଖି ୩୧.୬ ଲକ୍ଷ ଲୋକ କ୍ୱାରାଣ୍ଟାଇନରେ ରହିଥିବା ଜଣାପଡିଛି। ଉତ୍ତରପ୍ରଦେଶରେ ସବୁଠାରୁ ଅଧିକ ଲୋକ କ୍ୱାରାଣ୍ଟାଇନରେ ଥିବା କହିଛନ୍ତି ସରକାରୀ ଅଧିକାରୀ। ତେବେ ଉତ୍ତର ପ୍ରଦେଶରେ ୧୧ଲକ୍ଷରୁ ଅଧିକ ଓ ମହାରାଷ୍ଟ୍ରରେ ୭.୨୭ଲକ୍ଷ ଲୋକ କ୍ୱାରାଣ୍ଟାଇନରେ ଥିବା ଜଣାପଡିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସାରା ଦେଶରେ ପାଖାପାଖି ୩୧.୬ଲକ୍ଷ ଲୋକ କ୍ୱାରାଣ୍ଟାଇନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳଖିଆରୁ ବାହାରିଲା ମଲା ସାପ

ୟାଦଗିର(କର୍ନାଟକ),୧୮।୧୧: କର୍ନାଟକର ଏକ ଆବାସିକ ବିଦ୍ୟାଳୟରେ ଏକ ଅଘଟଣ ଘଟିଛି। ପିଲାଙ୍କ ପାଇଁ ପ୍ରସ୍ତୁତ ଜଳଖିଆରୁ ଏକ ମଲା ସାପ ବାହାରିଛି। ଫଳରେ ୫୬ ଛାତ୍ରୀଛାତ୍ରଙ୍କୁ...

ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଲେ ଷ୍ଟାଲିନ

ନୂଆଦିଲ୍ଲୀ, ୨।୫: ତାମିଲନାଡୁ ନିର୍ବାଚନରେ ଡିଏମ୍‌କେ ନେତୃତ୍ୱାଧୀନ ମେଣ୍ଟ ବିଜୟୀ ହୋଇ ସରକାର ଗଢ଼ିବାକୁ ଯାଉଛି। ୨୩୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନରେ ଡିଏମ୍‌କେ ମେଣ୍ଟ...

ପପ୍ପନ ସିଂଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୫।୮: କୋଭିଡ୍‌ ଲକ୍‌ଡାଉନ ବେଳେ ପ୍ରବାସୀ ଶ୍ରମିକମାନଙ୍କୁ ବିମାନରେ ସେମାନଙ୍କ ଘରକୁ ପଠାଇ ଚର୍ଚ୍ଚିତ ହୋଇଥିବା ନୂଆଦିଲ୍ଲୀର ଜଣାଶୁଣା ଛତୁଚାଷୀ ପପ୍ପନ ସିଂ ଗେହଲଟ ଆତ୍ମହତ୍ୟା...

କରୋନା ମୁକାବିଲାରେ ଏମ୍‌ଜିଏନ୍‌ଆରଇଜିଏ ଭରସା

ବଲାଙ୍ଗୀର ଅଫିସ, ୧୧ା୫: କରୋନା ମହାମାରୀ ସବୁଠୁ ବେଶୀ ପ୍ରଭାବିତ କରିଛି ଅର୍ଥନୈତିକ କ୍ଷେତ୍ରକୁ। କ୍ରମାଗତ ଲକ୍‌ଡାଉନ୍‌ ଯୋଗୁଁ ଲୋକଙ୍କ ରୋଜଗାର, ବ୍ୟବସାୟ ବନ୍ଦ ହୋଇପଡିଛି।...

ଫ୍ରିଜ୍‌ ଭିତରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀର ସୀଲମପୁର ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଫ୍ରିଜ୍‌ ଭିତରୁ ମିଳିଛି। ସେ...

ସହାୟତା ପାଇଁ ଫରଓ୍ବାର୍ଡ ବ୍ଲକ ଦେଲା ଦାବିପତ୍ର

ଭଟଲି,୧୫ା୫(ଡି.ଏନ.ଏ.): କରୋନା (କୋଭିଡ-୧୯) ପାଇଁ କଟକଣା ସାମାନ୍ୟ କୋହଳ ହୋଇଥିବାବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ଯୋଗୁ ଶ୍ରମିକମାନେ କାମଧନ୍ଦା...

ରାମଦେବଙ୍କ ଉପରେ ୧ ହଜାର କୋଟି ଟଙ୍କାର ମାନହାନୀ

ଡେରାଡୁନ, ୨୬।୫: ଏଲୋପାଥି ଔଷଧ ଓ ଏଲୋପାଥି ଡାକ୍ତରଙ୍କ ଉପରେ ଅପମାନଜନକ ମନ୍ତବ୍ୟ ପୁଣି ଥରେ ବାବା ରାମଦେବଙ୍କ ପାଇଁ ସୃଷ୍ଟି କରିଛି ଅଢ଼ୁଆ। ଏହି...

ଚାଇନା ଋଣ ଜାଲରେ ମାଳଦ୍ୱୀପ

ନୂଆଦିଲ୍ଲୀ, ୨୧।୧୧: ମାଳଦ୍ୱୀପ ଏବେ ଚାଇନା ଋଣ ଜାଲରେ ଛନ୍ଦି ହୋଇ ପଡ଼ିଛି। ଆମେ ଆମ ଜେଜେମା’ମାନଙ୍କର ଗହଣା ବିକିଲେ ମଧ୍ୟ ତାହାକୁ ପରିଶୋଧ କରିପାରିବା...

Advertisement
Archives

Model This Week