ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୦.୮୨ କୋଟି, ଚାଇନାର ଆଉ ଏକ ସହରରେ ଲକଡାଉନ

ୱାଶିଂଟନ/ଲଣ୍ଡନ/ବେଜିଂ,୧୧ ।୧: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ସଂକ୍ରମଣକୁ ଦେଖିଲେ ଗତ ୨୪ ଘଣ୍ଟାରେ ୧୮.୫ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୩,୪୮୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ଏବେ ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦.୮୦ କୋଟିରେ ପହଞ୍ଚି ଯାଇଛି । ଇତି ମଧ୍ୟରେ ଚାଇନାର ତିଆନଜିତରେ ଗୋଟିଏ ଦିନରେ ଓମିକ୍ରନ୍ ଓ କରୋନାର ୪୦ ସଂକ୍ରମିତ ଚିହ୍ନଟ ହେବା ପରେ ସେଠାରେ ଆଶିଂକ ଲକଡାଉନ ଘୋଷଣା କରାଯାଇଛି ।
ଚାଇନାରେ ୪ ଫେବୃୟାରୀରୁ ଆରମ୍ଭ ହେଉଥିବା ଶୀତ ଅଲିମ୍ପିକ୍ସ ପୂର୍ବରୁ ସଂକ୍ରମଣକୁ ରୋକିବାକୁ ପ୍ରୟାସ କରାଯାଉଛି । ସରକାରୀ ଗଣମାଧ୍ୟମର ସୂଚନା ଅନୁଯାୟୀ, ତିଆନଜିତ ଓ ଏହାର ୧.୪ କୋଟି ଜନସଂଖ୍ୟାକୁ ୩ ଭାଗରେ ବିଭକ୍ତ କରି ପ୍ରତିବନ୍ଧକ ଲଗାଯାଇଛି । ସେଠାରୁ ବେଜିଂ ପର୍ଯ୍ୟନ୍ତ ଟ୍ରେନ୍ ସେବାକୁ ବନ୍ଦ କରି ଦିଆଯାଇଛି । ଏହାସହ ନିହାତି ଆବଶ୍ୟକ ନ ଥିଲେ କେହି ଘରୁ ନ ବାହାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୩୧ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri