CORONAVIRUS BREAKING: ଆଉ ୧୦ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬୨କୁ ବୃଦ୍ଧି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଛି। ରବିବାର ଅପରାହ୍ନରେ ଆଉ ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଣୁ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ ହୋଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକରୁ ୬ଜଣ ଥିବା ବେଳେ ଯାଜପୁରର ୪ଜଣ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସକାଳେ ରାଜ୍ୟରେ ୫୮ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ୟ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ ଚିନ୍ତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଓଡ଼ିଶାରେ ୩ୟ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପ୍ରକାଶ ପାଇଛି। ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରର ହୋଇଥିବାବେଳେ ସେ...

ଖୋର୍ଦ୍ଧାରେ ଏସ୍‌ଟିଏଫ୍‌ର ଏନ୍‌କାଉଣ୍ଟର: ଆହତ ଅବସ୍ଥାରେ ଖସିଗଲେ ଅଭିଯୁକ୍ତ ସଞ୍ଜୟ; କାର୍‌, ରକ୍ତଭିଜା ଶାର୍ଟ ଜବତ, ଜଣେ ଗିରଫ

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଖୋର୍ଦ୍ଧା ଏଲ୍‌ଆଇସି ପଡ଼ିଆରେ ଶନିବାର ରାତିରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ସହ ଅପରାଧୀ ମୁହାଁମୁହଁି ହୋଇଛନ୍ତି। ଉଭୟ ପକ୍ଷରୁ ବହୁ ରାଉଣ୍ଡ୍‌ ଗୁଳି...

ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ବିଶେଷଜ୍ଞ କମିଟିରେ ଓଡ଼ିଆ

ଭୁବନେଶ୍ୱର, ୯।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ପକ୍ଷରୁ ‘ଇନୋଭେସଶନ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି ଏଣ୍ଟରପ୍ରିନିୟର୍‌ଶିପ୍‌ ଡେଭ୍‌ଲପ୍‌ମେଣ୍ଟ’ ବିଶେଷଜ୍ଞ ଉପଦେଷ୍ଟା ସମିତିର ସଦସ୍ୟା...

ହାଇଡ୍ରୋକ୍ସିକ୍ଲୋରୋକୁଇନରେ ସବୁର ଚିକିତ୍ସା ସମ୍ଭବ ନୁହେଁ: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନ ସମୟରେ ସାରା ବିଶ୍ୱ କରୋନାକୁ ହରାଇବାରେ ଲାଗି ପଡିଥିବା ବେଳେ ଏପର୍ଯ୍ୟନ୍ତ ଏହାପାଇଁ କୌଣସି ସଠିକ ଔଷଧ ମିଳିପାରି ନାହିଁ। ତେବେ ଏହାର...

କରୋନା ଟୀକା ପ୍ରସ୍ତୁତି ଲାଗି ୨୦ ବିକଶିତ ଦେଶ ଦିଅନ୍ତୁ ୮ ଶହ କୋଟି ଡଲାର: ୧୬୫ ଜଣ ବିଶିଷ୍ଟ ବ୍ୟକ୍ତି ଲେଖିଲେ ଚିଠି

ଓ୍ବାଶିଂଟନ,୮।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ଟୀକା ପ୍ରସ୍ତୁତି ଲାଗି ୨୦ ବିକଶିତ ଦେଶକୁ...

କରୋନାରୁ ସୁସ୍ଥ ହେବା ପରେ ବି ପୁଣି ହୋଇପାରେ ସଂକ୍ରମଣ: ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଚିନ୍ତା ବଢ଼ାଇଛି ମହାମାରୀ କରୋନା। ଓଡ଼ିଶାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ଲୋକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବାରୁ ସଂକ୍ରମଣ...

ପରିବା: ସରକାରଙ୍କ ତଥ୍ୟ ନାହିଁ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଓଡ଼ିଶାରେ ଯେତିକି ପରିବା ଉତ୍ପାଦନ ହେଉଛି, ତା’ଠାରୁ ବହୁତ ଅଧିକ ପନିପରିବା ବାହାର ରାଜ୍ୟରୁ ଆମଦାନୀ କରାଯାଉଛି। କହିବାକୁ ଗଲେ ପ୍ରାୟତଃ ସମସ୍ତ...

ବଡ଼ଦାଣ୍ଡକୁ ବାହାରିବନି ବିମାନ

ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍‌ ୩୦...

Advertisement


Archives

Model This Week

Why Dharitri