CORONAVIRUS UPDATE: ଗଞ୍ଜାମରେ ଆଉ ୫ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୪କୁ ବୃଦ୍ଧି

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମରେ ଶନିବାର ଅପରାହ୍ନରେ ଆଉ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪କୁ ବୃଦ୍ଧି ପାଇଛି।

ପ୍ରକାଶ ଯେ, ଚିହ୍ନଟ ହୋଇଥିବା ୨୯୪ ଆକ୍ରାନ୍ତ ମଧ୍ୟରୁ ୨୨୪ଜଣ ଆକ୍ଟିଭ୍‌ କେସ୍‌ ଥିବା ବେଳେ ୬୮ଜଣ ସୁସ୍ଥ ହୋଇ ଫେରିଛନ୍ତି। ସେହିଭଳି ୨ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଉତ୍ସବ ଆୟୋଜନ ନ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ…

ପାଟନା,୫।୫: ବିହାରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟବାସୀଙ୍କୁ ସ୍ବତନ୍ତ୍ର ଅନୁରୋଧ କରିଛନ୍ତିି। ସେ କହିଛନ୍ତି ଯେ, କେହି ଏବେ ବିବାହ...

ଏରସମା ଫାଶୀ ଦଣ୍ଡାଦେଶ ମାମଲା: ୨୬ରେ ରାୟ ଦେବେ ହାଇକୋର୍ଟ

କଟକ ଅଫିସ, ୧୪ା୯: ଜଗତସିଂହପୁର ଜିଲା ଏରସମା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଅଭିଯୁକ୍ତ ଲବ ମାନ୍ନା ଓରଫ କାଳିଆଙ୍କୁ ଜଗତସିଂହପୁର...

ଜୀବନ-ଜୀବିକା ମଧ୍ୟରେ ସନ୍ତୁଳନ ଜରୁରୀ, କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ସବୁଠି ଚାଲିବ ଅର୍ଥନୈତିକ କାର୍ଯ୍ୟ: ଏସ୍‌ଆର୍‌ସି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏବେ ଏହାର ତୃତୀୟ ପର୍ଯ୍ୟାୟରେ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ...

ନିରାକାରପୁର ଅଞ୍ଚଳରେ ଖୋଲିଲା ୬ ଏଟିଏମ୍‌, ପ୍ରବଳ ଭିଡ଼: ଏସ୍‌ବିଆଇ ଏଟିଏମ୍‌ ନ ଖୋଲିବାରୁ ଅସନ୍ତୋଷ

ନିରାକାରପୁର,୨୬ା୫(ଡି.ଏନ.ଏ.)-ଫନୀ ବାତ୍ୟା ପରେ ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ସେବା ଠପ୍‌ ହୋଇଯାଇଥିଲା। ଏଥିଯୋଗୁ ଗ୍ରାହକଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ...

ମାର୍ଚ୍ଚ ୩୧ ଯାଏ ଧାନ କିଣା ହେବ, ଯୋଗାଣ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଧାନକିଣାକୁ ନେଇ ଗତ ଦୁଇଦିନ ଧରି ବିଧାନସଭାକୁ ବିରୋଧୀ ଦଳ ଅଚଳ କରି ରଖିଥିଲେ। ବାଚସ୍ପତି ଏହି ସମସ୍ୟାର ସମାଧାନ ପାଇଁ ସର୍ବଦଳୀୟ ବୈଠକ...

ଦାନା ଛଡ଼ାଇନେଲାଣି କରୋନା

କାମାକ୍ଷାନଗର, ୨୫।୩(ଡି.ଏନ.ଏ.) – କରୋନା କଟକଣା ପାଇଁ ପ୍ରଭାବିତ ହୋଇଛି ସ୍ବାଭାବିକ ଜୀବନଯାତ୍ରା। ଅତି ଜରୁରୀ କାମ ନ ଥିଲେ ବାହାରକୁ ବାହାରିବାକୁ ଜାରି ହୋଇଛି...

ଜଙ୍ଗଲ ଭିତର ଜୁଆଆଡ୍ଡାରେ ଚଢ଼ାଉ, ୫ ଗିରଫ

ବଲାଙ୍ଗୀର ଅଫିସ,୧୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ଜଙ୍ଗଲ ଭିତରେ ଚାଲିଥିବା ଜୁଆଖେଳ ଉପରେ ଟାଉନ୍‌ ଥାନା ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ...

୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ

ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି...

Advertisement
Archives

Model This Week