CORONAVIRUS UPDATE: ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛି। ପୂର୍ବରୁ କରୋନାରେ ୩ଜଣଙ୍କ ମୃତ୍ୟୁ ଘଟିଥିଲା। ରବିବାର ଆଉ ୨ଜଣଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତ ମୃତକ ଗଞ୍ଜାମ ଜିଲାର ଓ ସୁରଟ ଫେରନ୍ତା। ସେମାନଙ୍କ ବୟସ ଯଥାକ୍ରମେ ୩୮, ୪୫ ବର୍ଷ। ଏହାକୁ ମିଶାଇ ଜିଲାରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଥିବା ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ରାଜ୍ୟରେ ରବିବାର ୯୧ଜଣ ନୂଆ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮ ହୋଇଛି। ସେଥିରୁ ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?