CORONAVIRUS BREAKING: ରାଜ୍ୟରେ ଆଉ ୨୫ଜଣ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସଂନ୍ଧ୍ୟାରେ ପୁଣି ୨୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବା ବେଳେ ଖୋର୍ଦ୍ଧା ଜିଲାର ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକରେ ଗଲା ୫ ହଜାର ଜୀବନ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୮।୪: ସ୍ଥିତି କ୍ରମଶଃ ଜଟିଳରୁ ଜଟିଳତର ହେବାରେ ଲାଗିଛି। ବିଶ୍ୱର ୨୦୯ ଦେଶରେ କରୋନା ଭୂତାଣୁ କାୟାବିସ୍ତାର କରିବା ସହ ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି।...

ଛତ୍ରବଜାର କମ୍ପୋଷ୍ଟ ପ୍ଲାଣ୍ଟରେ ପ୍ରସ୍ତୁତ ହେବ ଜୈବିକ ଖତ

କଟକ ଅଫିସ,୨୪ା୭: କଟକ ମହାନଗର ନିଗମ (ସିଏମ୍‌ସି)ରେ ଦିନକୁଦିନ ଆବର୍ଜନା ବଢିବାରେ ଲାଗିଛି। ଯାହାଫଳରେ ପରିବେଶ ପ୍ରଦୂଷିତ ହେଉଛି। ଏହା ସିଏମ୍‌ସିର ମୁଣ୍ଡବିନ୍ଧାର କାରଣ ପାଲଟିଛି।...

ହାଟ ଖୋଜୁଛି ବାଟ

କାମାକ୍ଷାନଗର, ୨୫।୧୨: ହାଟ କେବଳ ବ୍ୟବସାୟିକ କେନ୍ଦ୍ରସ୍ଥଳ ନୁହେଁ, ଅଧିକନ୍ତୁ ଏହା ସାମାଜିକ, ସାଂସ୍କୃତିକ ଭାବଧାରାର ପ୍ରତୀକ। ଦ୍ରୁତ ସହରୀକରଣ, ମଲ୍‌ କଲ୍‌ଚର, ଅନ୍‌ଲାଇନ୍‌ ମାର୍କେଟିଂ...

ଚାଇନାକୁ ଫେରୁଛି କରୋନା: ବେଜିଂର କିଛି ଅଞ୍ଚଳ ଲକ୍‌ଡାଉନ

ବେଜିଂ,୧୩।୬: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ସଂକ୍ରମଣ ଏବେ ଧୀରେ ଧୀରେ ସାରା ବିଶ୍ୱକୁ ବ୍ୟାପି ସାରିଛି। କିଛିଦିନ ତଳେ ଚାଇନାରେ କରୋନା ସଂକ୍ରମଣ...

୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ ଜବତ: ୩ ଅଟକ

ଭୁବନେଶ୍ୱର,୨।୩(ବ୍ୟୁରୋ): କୋଟି କୋଟି ଟଙ୍କାର ଜାଲ ନୋଟ୍‌ ଜବତ। କାରରେ ଛତିଶଗଡ ଯାଉଥିବା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ ସୁଙ୍କି ଆଉଟପୋଷ୍ଟ...

କାଳ ହେଲା ଫୋନ୍‌ କଲ୍‌

ବାହାନଗା,୨୫ା୧(ଡି.ଏନ.ଏ.)- ଶନିବାର ରାତିରେ ଆସିଲା ଏକ ଫୋନ୍‌ କଲ୍‌। କାହାକୁ କିଛି ନ ଜଣାଇ ଘରୁ ବାହାରି ଯାଇଥିଲେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା...

ଲମ୍ବୁଛି ଚୋରା ମଦ ଚେର

ବଇଣ୍ଡା,୧୮ା୧୨(ପରିକ୍ଷିତ ସାହୁ) ଚୋରା ମଦ କାରବାର ରୋକିବାକୁ ସ୍ବତନ୍ତ୍ର ଅବକାରୀ ଥାନା ପ୍ରତିଷ୍ଠା ହୋଇଛି। ଅବକାରୀ ବିଭାଗ ସହ ପୋଲିସ ମିଳିତ ପଦକ୍ଷେପ ନେଉଛି। ନୂତନ...

ରେଳଧାରଣାରୁ ସମାଜସେବୀ ଆଦିତ୍ୟ ଦାସଙ୍କ ମୃତଦେହ ଉଦ୍ଧାର: ମାସକ ତଳେ କରିଥିଲେ ବିବାହ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀ ଲିଙ୍ଗରାଜ ଷ୍ଟେସନ ରେଳ ଧାରଣାରୁ ମଙ୍ଗଳବାର ସମାଜସେବୀ ଆଦିତ୍ୟ ଦାସଙ୍କ କ୍ଷତାକ୍ତ ମୃତଦେହକୁ ଜିଆରପି ପୋଲିସ ଉଦ୍ଧାର କରିଛି। ମୃତଦେହ ଜବତ ପରେ...

Advertisement

BGU

Archives

Model This Week

Why Dharitri