CORONAVIRUS BREAKING: ରାଜ୍ୟରେ ଆଉ ୨୫ଜଣ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସଂନ୍ଧ୍ୟାରେ ପୁଣି ୨୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବା ବେଳେ ଖୋର୍ଦ୍ଧା ଜିଲାର ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?