କରୋନ: ଗୋଟିଏ ଦିନରେ ୨୭ ମୃତ, ୧୦ ହଜାରରୁ ଅଧିକ ସଂକ୍ରମିତ, ଆକ୍ଟିଭ କେଶ ୫୩ ହଜାର ଟପିଲା

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି। ଏହାକୁ ନେଇ ଏବେ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତାରେ ପଡି ଗଲେଣି। ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ଦେଶରେ ଆକ୍ଟିଭ ମାମଲା ବଢି ୫୩ ହଜାର ୭୨୦ରେ ପହଞ୍ଚିଛି। ଶୁକ୍ରବାର କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୧୦୯ ଥିବା ବେଳେ ଶନିବାର ଏହା କମ ରହିଛି। ହେଲେ ଶନିବାର ମୃତ୍ୟୁ ସଂଖ୍ୟା ଶୁକ୍ରବାରଠାରୁ ଅଧିକ ହୋଇଛି। ଗତ ୧୪ ଘଣ୍ଟାରେ କରୋନା ସଂକ୍ରମଣରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ସବୁଠାରୁ ଅଧିକ ମୃତ୍ୟୁ ମହାରାଷ୍ଟ୍ରରେ ହୋଇଛି। ଗୁଜରାଟରେ ମୋଟ ୪ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri