Posted inଜାତୀୟ

୧୦ ରାଜ୍ୟରେ କାୟାବିସ୍ତାର କରିସାରିଲାଣି ଜେଏନ୍‌.୧ ମାମଲା

ନୂଆଦିଲ୍ଲୀ,୧।୧: ଭାରତରେ ବର୍ତ୍ତମାନ ସୁଦ୍ଧା କୋଭିଡ୍‌-୧୯ର ସବ୍‌ଭାରିଆଣ୍ଟ ଜେଏନ୍‌.୧ ସଂକ୍ରମଣ ୧୯୬ରେ ପହଞ୍ଚିଛି। ଆଇଏନ୍‌ଏସ୍‌ଏସିଓଜି ତଥ୍ୟରୁ ଏହା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିିତ ଅଞ୍ଚଳକୁ ଉକ୍ତ ଭାରିଆଣ୍ଟ ସଂକ୍ରମଣ କଲାଣି। କେରଳରେ ସର୍ବାଧିକ ୮୩ ମାମଲା ଚିହ୍ନଟ ହୋଇଥିବାବେଳେ ଗୋଆରେ ୫୧, ଗୁଜରାଟରେ ୩୪, କର୍ନାଟକରେ ୮, ମହାରାଷ୍ଟ୍ରରେ ୭, ରାଜସ୍ଥାନରେ ୫, ତାମିଲନାଡୁରେ ୪, ତେଲଙ୍ଗାନାରେ ୨ ଏବଂ ଓଡ଼ିଶା ଓ ଦିଲ୍ଲୀରେ ଜଣେ ଲେଖାଏ ଜେଏନ୍‌.୧ ଭାରିଆଣ୍ଟରେ ସଂକ୍ରମିତ ହୋଇଛନ୍ତି। ନଭେମ୍ବରରେ ୧୭ ମାମଲା ଚିହ୍ନଟ ହୋଇଥିବାବେଳେ ଡିସେମ୍ବରରେ ୧୭୯ ମାମଲା ଠାବ ହୋଇଛି।
ସୋମବାର ସକାଳ ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୩୬ କୋଭିଡ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସକ୍ରିୟ ମାମଲା ସଂଖ୍ୟା ୪,୩୯୪ରେ ପହଞ୍ଚତ୍ଛି। ଏଥିସହ ଦିନକରେ କୋଭିଡ୍‌ରେ ୩ ଜଣ ପ୍ରାଣ ହରାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି।...

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ...

ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର...

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ...

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ...

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ...

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri