ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୯୬ ହଜାରରୁ ଅଧିକ ଚିହ୍ନଟ, ୧୧୯୭ ମୃତ୍ୟୁ

ନୂଆଦିଲ୍ଲୀ,୧୮।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୯୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୯୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୬ ହଜାର ୪୨୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୧୧୭୪ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୫୨ ଲକ୍ଷ ୧୪ ହଜାର ୬୭୮ ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୮୭ ହଜାର ୭୭୮କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୪୧ ଲକ୍ଷ ୧୨ହଜାର ୫୫୨ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୧୦ ଲକ୍ଷ ୧୭ ହଜାର ୭୫୪ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?