Posted inଜାତୀୟ

ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୭୦ ହଜାରରୁ ଅଧିକ ଚିହ୍ନଟ, ୯୬୪ ମୃତ୍ୟୁ

ନୂଆଦିଲ୍ଲୀ,୨।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୭୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୦ ହଜାର ୪୯୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୯୬୪ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୬୯ ଲକ୍ଷ ୬ ହଜାର ୧୫୨ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬ ହଜାର ୪୯୦କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୫୯ ଲକ୍ଷ ୬ ହଜାର ୬୯ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୮ ଲକ୍ଷ ୯୩ ହଜାର ୫୯୨ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ କେନ୍ଦ୍ରମନ୍ତ୍ରୀ କୁମାରମଙ୍ଗଳମ୍‌ଙ୍କ ସ୍ତ୍ରୀଙ୍କୁ ହତ୍ୟା

ନୂଆଦିଲ୍ଲୀ, ୮।୭: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଆର୍‌. କୁମାରମଙ୍ଗଳମ୍‌ଙ୍କ ସ୍ତ୍ରୀ କିଟ୍ଟି କୁମାରମଙ୍ଗଳମ୍‌ଙ୍କୁ ମଙ୍ଗଳବାର ରାତିରେ ତାଙ୍କ ଦିଲ୍ଲୀ ବାସଭବନରେ ହତ୍ୟା କରାଯାଇଛି। ଦକ୍ଷିଣ ଦିଲ୍ଲୀର ବସନ୍ତ...

ପ୍ରାର୍ଥିପତ୍ର ଦାଖଲ କରେ ଉଦ୍ଧବ

ମୁମ୍ବାଇ,୧୧।୫: ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆସନ୍ତା ୨୧ ତାରିଖରେ ଏହି ନିର୍ବାଚନ କରାଯିବ।...

ସିଦ୍ଧରମୈୟା-କୁମାରସ୍ବାମୀ ସମେତ ୬୩ଜଣଙ୍କୁ ହତ୍ୟା ଧମକ

ବେଙ୍ଗାଲୁରୁ,୯।୪:କର୍ନାଟକର ବିରୋଧୀ ଦଳର ନେତା ସିଦ୍ଧରମୈୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଏବଂ ଲୋକପ୍ରିୟ ପ୍ରଗତିଶୀଳ ସାହିତ୍ୟକାର କେ.ବୀରଭଦ୍ରାପ୍ପାଙ୍କ ସମେତ ୬୪ଜଣ ଲୋକଙ୍କୁ ହତ୍ୟା କରିବାର...

କରୋନା ପରବର୍ତ୍ତୀ ଭିତ୍ତିଭୂମି ବିକାଶ ‌: ୩ ବର୍ଷରେ ୭ ନୂଆ ଟେକ୍ସଟାଇଲ ପାର୍କ

ନୂଆଦିଲ୍ଲୀ, ୧।୨: କରୋନା ପରବର୍ତ୍ତୀ ଭିତ୍ତିଭୂମି ବିକାଶ ଉପରେ ଚଳିତ ବଜେଟରେ ଗୁରୁତ୍ୱାରୋପ କରାଯାଇଛି। ଆସନ୍ତା ୩ ବର୍ଷ ମଧ୍ୟରେ ଦେଶରେ ୭ ନୂଆ ଟେକ୍ସଟାଇଲ...

ପେଟ୍ରୋଲ ଡିଜେଲ ଦର ବୃଦ୍ଧିକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକାତା,୫ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ସେ...

ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ରାଜ୍ୟ ସଭାରେ ଦାବି

ନୂଆଦିଲ୍ଲୀ,୨୭ା୭(ପି.ଟି.): ଓଡିଶାର ଆଦିବାସୀ ଓ ସେମାନଙ୍କ ଜମିର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ପୋଲାଭରମ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ଶୁକ୍ରବାର ବିଜେଡି ଏମ୍‌ପି ସସ୍ମିତ...

ଭାଜପାରେ ଯୋଗଦେବେ କି କଙ୍ଗନା, ଉତ୍ତରରେ କହିଲେ ଏମିତି

ମୁମ୍ବାଇ: ମହାରାଷ୍ଟ୍ରରେ ଶିବସେନା ସହ ଭୀଷଣ ତିକ୍ତତାର ସମ୍ମୁଖୀନ ହୋଇଥିବା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ମୁମ୍ବାଇ...

ଖୋଲିଲା କରତାରପୁର କରିଡର

ନୂଆଦିଲ୍ଲୀ,୧୮ ।୧୧: ଦୀର୍ଘ ପ୍ରାୟ ୨୦ ମାସ ପରେ ଖୋଲିଛି କରତାରପୁର କରିଡର । ପ୍ରଥମଥର ପାଇଁ ୨୮ ଜଣ ଭାରତୀୟ ଶିଖ ବୁଧବାର ଭିଜା...

Advertisement
Archives

Model This Week