ଖସୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮୯୩ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୫୦୮ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୭୯ ଲକ୍ଷ ୯୦ ହଜାର ୩୩୨ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୨୦ ହଜାର ୧୦କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭୨ ଲକ୍ଷ ୫୯ହଜାର ୫୦୫ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୬ ଲକ୍ଷ ୧୦ ହଜାର ୮୦୩ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri