ଶୀତ ସହ ବ୍ରିଟେନ-ୟୁରୋପରେ ବଢୁଛି କରୋନା ସଂକ୍ରମଣ, ଓମିକ୍ରନର ନୂଆ ସବଭାରିଏଣ୍ଟ ବି ଚିହ୍ନଟ

ଲଣ୍ଡନ,୯ ।୧୦: ପୁଣିଥରେ ଡରାଇଲାଣି କରୋନା । ପଶ୍ଚିମ ଦେଶ ବିଶେଷ କରି ବ୍ରିଟେନ ଓ ୟୁରୋପରେ ଶୀତ ବଢିବା ସହ କରୋନା ସଂକ୍ରମଣ ବି ବଢିବାରେ ଲାଗିଲାଣି । ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ ଉପଲବ୍ଧ ଟିକା ପ୍ରକାରକୁ ନେଇ ଥିବା ଦ୍ୱନ୍ଦ୍ୱ ବୁଷ୍ଟର ମାତ୍ରାକୁ ସୀମିତ କରିପାରେ । ଗତ ଗ୍ରୀଷ୍ଟରେ ଦେଖାଦେଇଥିବା ଓମିକ୍ରନର ସବଭାରିଏଣ୍ଟ ବିଏ.୪ ଓ ବିଏ.୫ ଯୋଗୁ ଅଧାକାଂଶ ସଂକ୍ରମିତ ହୋଇପାରନ୍ତି । ତେବେ ଚିନ୍ତାର ବିଷୟ ହେଉଛି ଏଥର ଓମିକ୍ରନର ନୂଆ ଭାରିଏଣ୍ଟ ଦେଖାଦେଲାଣି ।
ସିଏନଏନର ରିପୋର୍ଟ ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଯେଉଁ ସଂଖ୍ୟା ଦେଖାଇଛି ସେଥିରେ ପରୀକ୍ଷଣରେ କମ୍ ସଂଖ୍ୟା ଆସିଥିଲେ ବି ୟୁରୋପରେ ଗତ ସପ୍ତାହରେ ସଂକ୍ରମଣ ୧୫ ଲକ୍ଷ ପର୍ଯ୍ୟନ୍ତ ପହଞ୍ଚିଯାଇଛି । ଏହା ଗତ ଗୋଟିଏ ସପ୍ତାହ ପୂର୍ବରୁ ୮ ପ୍ରତିଶତ ଅଧିକ । ସୂଚନାଯୋଗ୍ୟ, ବିଶ୍ୱ ସ୍ତରରେ କିନ୍ତୁ କରୋନା ସଂକ୍ରମଣ କମ୍ ରହିଥିବା କୁହାଯାଇଛି । ନିକଟରେ କିଛି ସପ୍ତାହ ମଧ୍ୟରେ ୨୭ ଦେଶ ସହ ବ୍ରିଟେନ ହସ୍ପିଟାଲରେ ଭର୍ତ୍ତି ହେଉଥିବା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଏକ ସ୍ୱତନ୍ତ୍ର ସାଇଣ୍ଟିଫିକ ଫାଉଣ୍ଡେଶନ ଗିମ୍ବେ ଅନୁଯାୟୀ, ୪ ଅକ୍ଟୋବରରେ ଶେଷ ହେଉଥିବା ସପ୍ତାହ ତୁଳନାରେ ଚଳିତ ସପ୍ତାହରେ ଇଟାଲୀରେ କୋଭିଡ-୧୯ରେ ପୀଡିତ ହୋଇ ହସ୍ପିଟାଲରେ ଭର୍ତ୍ତି ହେବା ସଂଖ୍ୟା ୩୨ ପ୍ରତିଶତ ବୃଦ୍ଧି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri