Posted inଜାତୀୟ

୧୨୫ ଦିନ ପରେ ଆଜି ଦେଶରେ ସବୁଠୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମୁଛି। ୧୨୫ ଦିନ ପରେ ମଙ୍ଗଳବାର ଦେଶରେ ସବୁଠୁ କମ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୧୬୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୪୯ ଜଣଙ୍କ ମୃତ୍ୟୁ ହୋଇଛି। ଏହାପୂର୍ବରୁ ଗତ ଜୁଲାଇ ୧୪ରେ ୨୯ ହଜାର ୯୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୮୮, ୭୪, ୨୯୧ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୩୦ ହଜାର ୫୧୯କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୮୨ ଲକ୍ଷ ୯୦ ହଜାର ୩୭୧ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୪ ଲକ୍ଷ ୫୩ ହଜାର୪୦୧ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାପଞ୍ଚାୟତରୁ ମହାସଂଗ୍ରାମ

ନୂଆଦିଲ୍ଲୀ,୭ା୨: ଅନଶନରେ ବସିବି। ଗାଁରୁ ପାଣି ନ ଆସିବା ଯାଏ ଜଳ ସ୍ପର୍ଶ କରିିବି ନାହିଁ। ଜାନୁୟାରୀ ୨୮ରେ ଗାଜିପୁର ସୀମାରେ କୃଷକ ନେତା ରାକେଶ...

କଂଗ୍ରେସ ଗଠନ କଲା ୭ କମିଟି: ଜିତିନ ପ୍ରସାଦ-ରାଜ ବବରଙ୍କୁ ଅଣଦେଖା

ନୂଆଦିଲ୍ଲୀ, ୭।୯: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ହାଇକମାଣ୍ଡ ଦଳକୁ ସାଂଗଠନିକସ୍ତରରେ ସୁଦୃଢ଼ କରିବା ଲାଗି ୭ଟି...

ଆଫଗାନିସ୍ତାନ ନାଗରିକଙ୍କ ହାତରେ ମମତା ବାନାର୍ଜିଙ୍କ ଫଟୋ ଥିବା ରାଖୀ

କୋଲକତା,୨୨।୮: ଆଫଗାନିସ୍ତାନରେ ତାଲିବାନ ଶାସନର ଆଗମନ ପରେ ସମଗ୍ର ବିଶ୍ୱ ଆଫଗାନିସ୍ତାନ ନାଗରିକଙ୍କ ସହ ସମବେଦନା ଜଣାଉଛି। ବଙ୍ଗଳା ସରକାର ମଧ୍ୟ ଆଫଗାନିସ୍ତାନ ନାଗରିକଙ୍କ ସମ୍ମାନ...

ମୋଦିଙ୍କ କାନରେ ଏଭଳି କହିଲେ ମୁସଲମାନ୍‌ ଯୁବକ…

କୋଲକାତା,୭।୪: ପଶ୍ଚିମବଙ୍ଗରେ ଏପ୍ରିଲ ୩ରେ ସୋନାରପୁରଠାରେ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ଯୋଗଦେଇଥିଲେ। ଏହି ସମୟରେ ମୁସଲମାନ ଯୁବକ ଜୁଲଫିକର ପ୍ରଧାନମନ୍ତ୍ରୀଙ୍କ ସହିତ ସାକ୍ଷାତ୍‌ କରିଥିଲେ। ହେଲିପ୍ୟାଡ୍‌...

ମୋଦିଙ୍କୁ ମନିଅର୍ଡର କରିଥିବା କୃଷକ ଏବେ ଗଡକରୀଙ୍କୁ କୃଷିମନ୍ତ୍ରୀ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି

ନୂଆଦିଲ୍ଲୀ,୨୮।୫: ଗତବର୍ଷ ନିଜର ଫସଲ ବିକ୍ରିକରି ଆୟ କରିଥିବା ଅର୍ଥକୁ ରାଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମନିଅର୍ଡର କରିଥିବା କୃଷକ ଏବେ ପୁଣି ଥରେ ଆସିଛନ୍ତି...

ଭିନ୍ନ ଢଙ୍ଗରେ ଲାଲୁଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରୋଧୀ

ପାଟନା,୧୧।୬: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହାକୁ ନେଇ ଆର୍‌ଜେଡି ପକ୍ଷରୁ ପୋଷ୍ଟର ମାଧ୍ୟମରେ ଲାଲୁଙ୍କୁ...

୧୦ହଜାର ଟଙ୍କା ପାଇଁ ପୋଲିସ ମଧ୍ୟରେ ଝଗଡା

ପାଟନା,୨୮।୨: ବିହାରର ବକ୍ସରରେ କିଛି ପୋଲିସ କର୍ମଚାରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ୧୦ ହଜାର ଟଙ୍କାକୁ ନେଇ ପୋଲିସ କର୍ମଚାରୀଙ୍କ ମଧ୍ୟରେ...

କମଳନାଥଙ୍କୁ ଇସି ନୋଟିସ

ନୂଆଦିଲ୍ଲୀ, ୨୨ା୧୦: ମଧ୍ୟପ୍ରଦେଶର ମନ୍ତ୍ରୀ ଇମର୍ତ୍ତୀ ଦେବୀଙ୍କ ବିରୋଧରେ ‘ଆଇଟମ୍‌’ ମନ୍ତବ୍ୟ ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଳନାଥଙ୍କୁ ନିର୍ବାଚନ ଆୟୋଗ (ଇସି)...

Advertisement


Archives

Model This Week