Posted inଜାତୀୟ

୧୨୫ ଦିନ ପରେ ଆଜି ଦେଶରେ ସବୁଠୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମୁଛି। ୧୨୫ ଦିନ ପରେ ମଙ୍ଗଳବାର ଦେଶରେ ସବୁଠୁ କମ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୧୬୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୪୯ ଜଣଙ୍କ ମୃତ୍ୟୁ ହୋଇଛି। ଏହାପୂର୍ବରୁ ଗତ ଜୁଲାଇ ୧୪ରେ ୨୯ ହଜାର ୯୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୮୮, ୭୪, ୨୯୧ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୩୦ ହଜାର ୫୧୯କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୮୨ ଲକ୍ଷ ୯୦ ହଜାର ୩୭୧ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୪ ଲକ୍ଷ ୫୩ ହଜାର୪୦୧ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ୩ ଗିରଫ, ୨ ଫେରାର

ଲକ୍ଷ୍ନୌ, ୨୭।୫: ଆମେଠିର ନବନିର୍ବାଚିତ ଭାଜପା ଏମ୍‌ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କ ଗିରଫ କରିଛି।...

ବିମାନରେ ବିଗିଡିଲା ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲ୍‌ରେ ମୃତ୍ୟୁ

ନୂଆଦିଲ୍ଲୀ,୧୧।୯: ଦୁବାଇରୁ କୋଚି ଅଭିମୁଖେ ଯାତ୍ରା କରୁଥିବା ଜଣେ ମହିଳା ବିମାନରେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ପରେ ତାଙ୍କୁ କୋଚିର ଏକ ଡାକ୍ତରଖାନାରେ ମୃତ ଘୋଷଣା...

ପରିଚୟ ପତ୍ର ନ ଥିଲେ ବି ଦିଆଯିବ କରୋନା ଟିକା: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାକରଣ ପାଇଁ...

କଣ୍ଟ୍ରାସେପଶନ ବ୍ୟବହାର କରୁନାହାନ୍ତି ୫୭% ଭାରତୀୟ

ନୂଆଦିଲ୍ଲୀ,୧।୧୨: ବିଶ୍ୱ ଏଡସ ଦିବସ ଅବସରରେ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ୫୭ ପ୍ରତିଶତ ଭାରତୀୟ ଯୌନ ସମ୍ପର୍କ ସମୟରେ...

୧୫୦ ଦିନିଆ ଭାରତ ଯୋଡ଼ ପଦଯାତ୍ରାରେ ୧୧୯ ଭାରତ ଯାତ୍ରୀ…

ନୂଆଦିଲ୍ଲୀ, ୮।୯ : କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏବଂ ବହୁ ବରିଷ୍ଠ ନେତା ଗୁରୁବାର ସକାଳେ କନ୍ୟାକୁମାରୀରୁ ଭାରତ ଯୋଡ ଯାତ୍ରା ଆରମ୍ଭ କରିଛନ୍ତି।...

ସେଲିବ୍ରିଟିଙ୍କ ଟୁଇଟ୍‌ ଯାଞ୍ଚ ହେବ

ମୁମ୍ବାଇ, ୯ା୨: ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଆନ୍ଦୋଳନରତ ଚାଷୀଙ୍କ ସମର୍ଥନରେ ଅନ୍ତର୍ଜାତୀୟ ସେଲିବ୍ରିଟି ବାହାରିବା ପରେ କେନ୍ଦ୍ର ସରକାରଙ୍କ ସପକ୍ଷରେ ମତ...

ପୁରୁଷଙ୍କ ବିନା ହଜ୍‌କୁ ଯାଉଥିବା ମହିଳାଙ୍କ ଭିତରେ ୮୬ ପ୍ରତିଶତ କେରଳବାସିନ୍ଦା: ରିପୋର୍ଟ

ଥିରୁଭାନନ୍ତପୁରମ୍‌,୨୦।୪: ନିକଟରେ ହଜ୍‌ ଯାଉଥିବା ମହିଳା ଓ ପୁରୁଷଙ୍କ ଭିତରେ କିଏ ଅଧିକ ସଂଖ୍ୟକ ରହିଛନ୍ତି ସେନେଇ ଏକ ସରକାରୀ ସର୍ଭେ କରାଯାଇଥିଲା। ରିପୋର୍ଟ ଅନୁସାରେ,...

ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ନୂଆଦିଲ୍ଲୀ, ୫।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

Advertisement
Archives

Model This Week