Posted inଜାତୀୟ

କରୋନା ଚିହ୍ନଟ ଲାଗି ଆସିଲା ନୂଆ ଲେଜର ପଦ୍ଧତି

ନୂଆଦିଲ୍ଲୀ, ୧୦ା୫: କରୋନା ସଂକ୍ରମଣ ଚିହ୍ନଟ କରିବା ଲାଗି ବୈଜ୍ଞାନିକମାନେ ପୁଣି ଏକ ନୂଆ ଲେଜର ଭିତ୍ତିକ ଶ୍ୱାସନଳୀ ପରୀକ୍ଷା ପଦ୍ଧତିର ବିକାଶିତ କରିଛନ୍ତି।

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ବଳରେ କରାଯାଉଥିବା ଏହି ପରୀକ୍ଷାରେ କରୋନା ଭାଇରସ୍‌କୁ ସଠିକ୍‌ ଭାବେ ଚିହ୍ନଟ କରାଯାଇପାରିବ। ଆମେରିକାର କଲରାଡୋ ୟୁନିଭର୍ସିଟିର ବୈଜ୍ଞାନିକଙ୍କ ଏକ ଟିମ୍‌ ବିକଶିତ କରିଥିବା ଏହି ପଦ୍ଧତି ଅନୁସାରେ ଶ୍ୱାସକ୍ରିୟାରେ ଯାଉଥିବା ବାୟୁର ଅଣୁକୁ ଅନ୍ୟଠାରୁ ଅଲଗା ଚିହ୍ନଟ କରିବା ପାଇଁ ଲେଜର ଆଲୋକ ବ୍ୟବହାର କରାଯିବ। ଡାକ୍ତରୀ ନିଦାନରେ ଏହା ବୈପ୍ଳବିକ ପରିବର୍ତ୍ତନ ଆଣିପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ଶୋଇଥିବା ବେଳେ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ, ଏବେ ଗଲେ ଜେଲ

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଏ.ଅନ୍ତରା ପାତ୍ର ତାଙ୍କ ସ୍ତ୍ରୀ ଏ.ଶଶି ପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

ଏନ୍‌ପିଏସ୍‌ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍‌ପିଏସ୍‌ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ।…

ପିଇଓ ସଙ୍ଘର କର୍ମକର୍ତ୍ତା ଚୟନ, ଦାୟିତ୍ୱ ନେଲେ ପଦାଧିକାରୀ

କୋରାପୁଟ,୯।୮(ଅମିତାଭ ବେହେରା): ନିଖିଳ ଉତ୍କଳ କୋରାପୁଟ ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଙ୍ଘର ପୁନର୍ଗଠନ ତଥା ନୂତନ କମିଟି ଗଠନ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।…

ସଂସଦରେ ହଟ୍ଟଗୋଳ; ପ୍ରଧାନମନ୍ତ୍ରୀଙ୍କ ଉପରକୁ ବିରୋଧୀ ଏମପିଙ୍କ ଅଣ୍ଡାମାଡ଼, ତାପରେ….

ପ୍ରିଷ୍ଟିନା,୯ା୮: କୋସୋଭୋର ସଂସଦରେ ଶନିବାର ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ସଂସଦୀୟ କାର୍ଯ୍ୟବାହୀ ଚାଲିଥିବା ସମୟରେ ଜଣେ ବିରୋଧୀ ଏମପି କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ଆଲବିନ କୁର୍ତିଙ୍କ ଉପରକୁ…

ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…

ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri