ଏଠାରେ କରୋନା ଭୟ ଶୂନ: ମାତ୍ର ୭୫ ଟଙ୍କାରେ ଘର କିଣି ରହିପାରିବେ

କରୋନା ଭାଇରସ ସମଗ୍ର ବିଶ୍ୱର ହଇଚଇ ସୃଷ୍ଟି କରିଛି। ଚାଇନାରୁ ଆରମ୍ଭ ହୋଇଥିଲା ଏହି ମରାମାରୀ ଯୋଗୁ ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହାଦ୍ୱାରା ୟୂରୋପର ଇଟାଲୀ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଇଟାଲୀର ସ୍ଥିତି ସୁଧିରି ନାହିଁ। ମାତ୍ର ସେଠାରେ ଏମିତି ଏକ ଗାଁ ରହିଛି ଯେଉଁଠାରେ ଆଦୌ ହେଲେ କରୋନା ସଂକ୍ରମିତ ନାହାନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଲା ଏହି ଗାଁରେ ଘର ବହୁତ ଶସ୍ତାରେ ମିଳାଥାଏ। ପ୍ରାକୃତିକ ସନ୍ଦର୍ଯ୍ୟରେ ଭରପୂର ଏହି ଗାଁରେ ଗୋଟିଏ ଘରର ମୂଲ୍ୟ ମାତ୍ର ୧ ଡଲାଣ, ଭାରତୀୟ ମୂଲ୍ୟରେ ୭୫ ଟଙ୍କା ହେବ। ଏହି ଗାଁ ନାମ ହେଉଛି ସିନ୍‌କେଫୋଣ୍ଡି। ଦକ୍ଷିଣ ଇଟାଲୀର କଲାବ୍ରିଆର ସମୂଦ୍ର ତଟରେ ଏହି ଗାଁ ଅବସ୍ଥିତ। ଗାଁର ଅଳ୍ପ ଦୂରରେ ସମୂଦ୍ର ରହିଛି। ପର୍ଯ୍ୟଟକମାନେ ସବୁ ସମୟରେ ଏଠାକୁ ଆସିଥାନ୍ତି। ଏଠାରେ ଘର କିଣିବାକୁ ହେଲେ ସବୁ ସମୟରେ ଘରକୁ ପରିଷ୍କାର ରଖିବା ସହ ମଝିରେ ମଝିରେ ରଙ୍ଗ ଦେବାକୁ ପ୍ରତିଜ୍ଞା କରିବାକୁ ପଡ଼ିବ। ଏଠାରେ ଚର୍ଚ୍ଚ ସହ ଐତିହାସିକସ୍ଥଳୀ ମଧ୍ୟ ରହିଛି। ଘରର ମୂଲ୍ୟ ୭୫ ଟଙ୍କା ହୋଇଥିବା ବେଳେ, କ୍ରେତାଙ୍କୁ ବାର୍ଷିକ ୨୮୦ ଟଙ୍କାର ବୀମା କରିବାକୁ ପଡ଼ିବ। ଘର କିଣିବାର ୩ ବର୍ଷ ମଧ୍ୟରେ ଏହାର ମରାମତି ଏବଂ ସାଜଜଜ୍ଜା ନ ହେଲେ ୨୨ହଜାର ଡଲାର ଅର୍ଥାତ୍‌ ୧୬ ଲକ୍ଷ ୪୩ ହଜାର ୯୪୩ ଟଙ୍କା ଜରିମାନା ଦେବାକୁ ପଡ଼ିବ। ଏ ନେଇ ଗାଁର ମେୟର ମିଶେଲା କୋନିଆ କୁହନ୍ତି, ବର୍ତ୍ତମାନ ପର୍ଯ୍ୟନ୍ତ ଗାଁରେ ଜଣେ ହେଲେ କରୋନା ପଜିଟିଭ ଚିହ୍ନଟ ହୋଇ ନାହାନ୍ତି। ତେବେ ଗାଁରେ ଜନସଂଖ୍ୟା ବୃଦ୍ଧି ପାଇଁ ଶସ୍ତାରେ ଘର ବିକ୍ରି ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri