Posted inଜାତୀୟ

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୨୪।୯: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୧,୩୮୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୧୮ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୩୫,୯୪,୮୦୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩,୨୫,୪୨,୬୧୬ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩ ଲକ୍ଷ ୩୯ ହଜାର ୧୬୨ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୪୬,୩୬୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଭାଯାତ୍ରା ବେଳେ ବାଣ ବିସ୍ଫୋରଣ

ଚଣ୍ଡିଗଡ଼,୯ା୨; ପଞ୍ଜାବର ତରନ୍‌ ତାରନ୍‌ ଜିଲା ଅନ୍ତର୍ଗତ ପହଓ୍ବିନ୍ଦ୍‌ ଗ୍ରାମରେ ଶନିବାର ଅନୁଷ୍ଠିତ ଏକ ଧାର୍ମିକ ଶୋଭାଯାତ୍ରା ବେଳେ ବାଣ ବିସ୍ଫୋରଣ ହୋଇ ୨ ଜଣ...

ହାଇଦ୍ରାବାଦ ବଳାତ୍କାର, ହତ୍ୟା ମାମଲା: ଖୁବ୍‌ଶୀଘ୍ର ଫାଷ୍ଟ ଟ୍ରାକ୍‌ରେ ହେବ ଶୁଣାଣି

ହାଇଦ୍ରାବାଦ,୪।୧୨: ହାଇଦ୍ରାବାଦରେ ଗତ ସପ୍ତାହର ବହୁ ଚର୍ଚ୍ଚିତ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ଶୁଣାଣି ଖୁବ୍‌ଶୀଘ୍ର କରାଯିବ। ମହବୁବନଗର ଜିଲାରେ ଫାଷ୍ଟ...

ନ୍ୟାୟପାଳିକା ଉପରେ ମନ୍ତବ୍ୟ: ପ୍ରକାଶକ ଗିରଫ

ଚେନ୍ନାଇ,୩୦ା୭: ମଣିପୁର ହିଂସା ପ୍ରସଙ୍ଗରେ ଗତ ୨୨ ତାରିଖରେ ଏକ ୟୁଟ୍ୟୁବ୍‌ ଚ୍ୟାନେଲକୁ ସାକ୍ଷାତକାର ଦେବାବେଳେ ଚେନ୍ନାଇର ପ୍ରକାଶକ ତଥା ବ୍ଲଗର ବଦ୍ରି ଶେଷାଦ୍ରୀ ନ୍ୟାୟପାଳିକା...

କୃଷକ ନେତା ଗୁରନାମ ସିଂ ଗଢିବେ ନୂଆ ରାଜନୈତିକ ଦଳ

ଚଣ୍ଡିଗଡ଼,୧୮ ।୧୨: କୃଷକ ନେତା ଗୁରନାମ ସିଂ ଚାରୁଣି ଶନିବାର ଚଣ୍ଡିଗଡ଼ଠାରେ ଏକ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଥିବା ଘୋଷଣା କରିଛନ୍ତି ।...

ମୋଦିଙ୍କ ଜନ୍ମଦିନରେ ଭାଜପାର ମେଗା ପ୍ଲାନ

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାଡନଗରରେ ୧୭ ସେପ୍ଟେମ୍ବର ୧୯୫୦ରେ ଜନ୍ମଗ୍ରହଣ କରିଥିଲେ । ଆଜି ସେ ତାଙ୍କର ୭୧ ତମ ଜନ୍ମଦିନ...

ଭାରତରେ ୪.୫୮ କୋଟି ମହିଳା ନିଖୋଜ

ଜାତିସଂଘ,୧।୭: ବିଗତ ୫୦ ବର୍ଷ ମଧ୍ୟରେ ବିଶ୍ୱରେ ୧୪ କୋଟି ୨୬ ଲକ୍ଷ ମହିଳା ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଏକତୃତୀୟାଂଶ ଅର୍ଥାତ୍‌ ୪ କୋଟି...

୨୦ ବର୍ଷ ପରେ କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଲେ

ଅହମ୍ମଦାବାଦ: ଦୁର୍ଘଟଣାରେ ଜଣେ ପଙ୍ଗୁ ହୋଇଯିବା ପରେ ଦୀର୍ଘ ଦୁଇ ଦଶନ୍ଧି ପରେ କ୍ଷତିପୂରଣ ପାଇବା ଘଟଣା ଏବେ ସାମନାକୁ ଆସିଛି। ଗୁଜରାଟର ଅହମ୍ମଦାବାଦରେ ରହୁଥିବା...

ରେଳ ଷ୍ଟେଶନରେ ମାଟି କପରେ ବିକ୍ରି ହେବ ଚା’: ଘୋଷଣା କଲେ ରେଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୧-ବର୍ତ୍ତମାନ ସାରା ଦେଶରେ ରହିଥିବା ୪୦୦ ରେଳ ଷ୍ଟେଶନରେ ମାଟି ପାତ୍ରରେ ଚା ବିକ୍ରି ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ସବୁ ଷ୍ଟେଶନରେ ଏଭଳି ସୁବିଧା...

Advertisement
Archives

Model This Week