Posted inଜାତୀୟ

କମିଲା ସଂକ୍ରମଣ

ନୂଆଦିଲ୍ଲୀ,୧୦।୯: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୪,୯୭୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୬୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୩୧,୭୪,୯୫୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩,୨୩,୪୨,୬୧୬ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩ ଲକ୍ଷ ୯୦ ହଜାର ୬୪୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୪୨,୯୦୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୮।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଭାରତୀୟ ସେନାଙ୍କ ସର୍ଚ୍ଚ ଅପରେଶନରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।...

୭୩ ବର୍ଷୀୟା ବୃଦ୍ଧା ନିଜ ପାଇଁ ଖୋଜୁଛନ୍ତି ବର: ଦେଲେ ଏମିତି ବିଜ୍ଞାପନ

କଥାରେ ଅଛି ପ୍ରେମ ଏବଂ ବିବାହର କୌଣସି ବୟସ ନ ଥାଏ। ଏହାର ଏକ ଉଦାହରଣ କର୍ନାଟକର ମଇସୁରରେ ଦେଖିବାକୁ ମଳିଛି। ଏଠାରେ ଜଣେ ୭୩...

ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନ କଲେ ପୁଣି ଓହରିବେ ନୀତୀଶ: ଭାଜପା ନେତାଙ୍କ କଟାକ୍ଷ…

ପାଟନା,୧୨।୧୨ : ବିହାରରେ ଭାଜପା ଏବଂ ଜେଡିୟୁ ରାସ୍ତା ଅଲଗା ହେବା ପରେ ଭୟଙ୍କ ମଧ୍ୟରେ ଲଗାତାର ବିବାଦ ଲାଗିରହିଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର...

ଡିସେମ୍ବର ୭ରୁ ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୧୯।୧୧: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହେବ । ଏହା ୨୯ ତାରିଖ ଯାଏ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ...

ପାକିସ୍ତାନ-ବାଂଲାଦେଶ ଚାଇନାରୁ କିଣୁଛନ୍ତି ତିନିି ଚତୁର୍ଥାଂଶ ଅସ୍ତ୍ରଶସ୍ତ୍ର: ଭାରତର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୬।୩ : ଷ୍ଟକହୋମ ଅନ୍ତର୍ଜାତୀୟ ଶାନ୍ତି ଅନୁସନ୍ଧାନ ପ୍ରତିଷ୍ଠାନର ବିଶ୍ୱର ବିଭିନ୍ନ ଦେଶ ମଧ୍ୟରେ ଯୁଦ୍ଧ, ଅସ୍ତ୍ରଶସ୍ତ୍ର, ଅସ୍ତ୍ରଶସ୍ତ୍ର ନିୟନ୍ତ୍ରଣ ଏବଂ ନିରସ୍ତ୍ରୀକରଣ ଉପରେ ଗବେଷଣା...

ହନୁମାନ ଚାଲିଶାକୁ ନେଇ ତେଜୁଛି ବିବାଦ: ଅପରାହ୍ନ ୩ଟାରେ ଖବରଦାତା ସମ୍ମିଳନୀ କରିବେ ନବନୀତ ରାଣା

ମୁମ୍ବାଇ,୨୩।୪: ମୁମ୍ବାଇରେ ହନୁମାନ ଚାଳିଶା ଜପକୁ ନେଇ ବିବାଦ ତେଜିବାରେ ଲାଗିଛି। ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ରବି ରାଣା ମୁଖ୍ୟମନ୍ତ୍ରୀ...

ମହିଳାଙ୍କ ମୃତଦେହକୁ ମଧ୍ୟ ଛାଡ଼ୁ ନାହାନ୍ତି

ନୂଆଦିଲ୍ଲୀ,୨୨।୮ : ଆଫଗାନିସ୍ତାନରେ ମହିଳାଙ୍କ ସୁରକ୍ଷା ବୋଲି କିଛି ନାହିଁ। ତାଲିବାନ ଆତଙ୍କବାଦୀମାନେ ମହିଳାଙ୍କୁ ଘରୁ ଉଠାଇ ନେଉଛନ୍ତି ନ ହେଲେ ଗୁଳି କରୁ ହତ୍ୟା...

ଅଦାଲତ ଅବମାନନା ଆଇନକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୨ା୮: ଅଦାଲତ ଅବମାନନା ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ସମ୍ବିଧାନ ପ୍ରଦତ୍ତ ବାକ୍‌ ସ୍ବାଧୀନତା ଓ ଅଭିବ୍ୟକ୍ତି ସ୍ବାଧୀନତା ଉପରେ ଉକ୍ତ ଆଇନ ଗୁରୁତର...

Advertisement
Archives

Model This Week